Posted inଜାତୀୟ

ମନେ ପଡନ୍ତି ବାପୁ

ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଗୁରୁବାର ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଗାନ୍ଧିଜୀ ଏକମାତ୍ର ବ୍ୟକ୍ତିତ୍ୱ ଯାହାଙ୍କ କଥାରେ ବିଶ୍ୱକୁ ଏହ ନୂଆ ଦିଗ ମିଳିଥିଲା। ତାଙ୍କର ପ୍ରତିଟି ବାକ୍ୟଥିଲା ପ୍ରେରଣାଦାୟୀ। ସେ ଜାତିଭେଦ ସହ ଦଳିତଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ସେ କହୁଥିଲେ ମଣିଷ ଯେମିତି ଚିନ୍ତା କରେ ସେମିତି ଗଢି ହୋଇଥାଏ। ଅର୍ଥାତ୍‌ ମଣିଷର ଚିନ୍ତାଧାରା ହିଁ ତା’ର ବ୍ୟକ୍ତିତ୍ୱକୁ ଗଢିଥାଏ। ସେ କହୁଥିଲେ ଭଲ କଥାର ଅନୁକରଣ ନିଜେ ପ୍ରଥମେ କରିବା ଉଚିତ୍‌ ଏହାପରେ ଅନ୍ୟମାନଙ୍କୁ ଭଲକଥା କହିବାକୁ ବା ଭଲକାମ କରିବାକୁ ପ୍ରେରଣା ଦେବା ଠିକ୍‌। ସତ୍ୟ ପାଇଁ କୌଣସି ଜନ ସମର୍ଥନର ଆବଶ୍ୟକ ନାହିଁ। କାରଣ ସତ୍ୟର ଏତେ ଶକ୍ତି ଅଛି ଯେ ସେ ସମସ୍ତ ଆରୋପ ପ୍ରତ୍ୟାରୋପ ମଧ୍ୟରେ ମୁଣ୍ଡ ଟେକି ଏକେଲା ଠିଆ ହୋଇ ପାରିବ। ଗାନ୍ଧିଜୀଙ୍କ ହି କଥା ପ୍ରମାଣ ଦିଏ ସତ୍ୟ ଚିନ୍ତାରେ ପକାଇ ପାରେ ହେଲେ କେବେ ପରାଜିତ ହୁଏ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଷ୍ଟିସ୍‌ ରମନାଙ୍କୁ ସୁପ୍ରିମକୋର୍ଟ କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୨୫ା୩: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏନ୍‌.ଭି. ରମନାଙ୍କ ବିରୋଧରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଆଣିଥିବା ଅଭିଯୋଗକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟ...

କମିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୫।୮:ଦୀର୍ଘଦିନର ଦରବୃଦ୍ଧି ପରେ ଗତ ମାସ ବିଭିନ୍ନ ବର୍ଗର ଖାଇବା ତେଲ ଉପରେ ୫ରୁ ୧୦ ଟଙ୍କା ହ୍ରାସ ଘଟିଥିଲା। ଫଳରେ ଖାଉଟି କିଛି ପରିମାଣରେ...

ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

କୋଲକାତା,୧୦।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଶନିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫ ଜିଲାର ୪୪ଟି ବିଧାନସଭା ଆସନ ପାଇଁ...

ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ

ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର...

ମଦ କିଣିବାକୁ ଦୁଇ ଦିନରେ ଦିଲ୍ଲୀ ସରକାର ଦେଇଛନ୍ତି ୪ ଲକ୍ଷରୁ ଊର୍ଦ୍ଧ୍ୱ ଇ-ଟୋକନ

ନୂଆଦିଲ୍ଲୀ,୯।୫: କରୋନା ଭାଇରସକୁ ନେଇ ଦେଶରେ ମେ’ ୪ ତାରିଖରୁ ଲକ୍‌ଡାଉନ ୩.୦ ଜାରି କରାଯାଇଛି। ମେ’ ୧୭ ପର୍ଯ୍ୟନ୍ତ ଏହା ଲାଗୁ କରାଯିବାକୁ ଥିବା...

ହଜିଛି ନିଯୁକ୍ତି ଚାବି:ଆଶାୟୀଙ୍କ ସ୍ବପ୍ନକୁ ଧୂଳିସାତ୍‌ କରିଛି ବଜେଟ

ନୂଆଦିଲ୍ଲୀ,୫ା୨କୋଭିଡ୍‌-୧୯ ଭୂତାଣୁର ମୁକାବିଲା ପାଇଁ ଗତ ମାର୍ଚ୍ଚ ମାସରୁ ଲଗାତର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନିଆଯାଇଥିଲା। ଏହି ତାଲାବନ୍ଦୀ ଯୋଗୁ ଦୋକାନ...

‘ହିନ୍ଦୀ ଭଳି ତାମିଲକୁ ବି ମିଳୁ ସମାନ ଅଧିକାର’

ଚେନ୍ନାଇ,୨୬।୫: ଉଚ୍ଚ ନ୍ୟାୟାଳୟରେ ତାମିଲକୁ ଏକ ସରକାରୀ ଭାଷା ଭାବେ ସ୍ବିକୃତୀ ପ୍ରଦାନ କରାଯାଉ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଦେଶକୁ ‘ଭାଷଣ’ ନୁହେଁ, ‘ଅକ୍ସିଜେନ୍‌’ ଦରକାର

ନୂଆଦିଲ୍ଲୀ,୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ଅବସ୍ଥା ଖରାପ ଆଡକୁ ଗତି କରୁଛି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର...

Advertisement
Archives

Model This Week