ମନୋଜ ରଥଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ମୁଖପାତ୍ର ବୋଲାଉଥିବା ମନୋଜ ରଥଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଧାନସଭାରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଥିଲେ ଯେ, ରଥ ମୋ ବିରୋଧରେ ଏକ ଗଣମାଧ୍ୟମରେ ଆପତ୍ତିଜନକ ଟିପ୍ପଣୀ ଦେଇଛନ୍ତି। ଏପରିକି ସେ ମୋତେ ପରୋକ୍ଷ ଧମକ ମଧ୍ୟ ଦେଇଛନ୍ତି। ଏହା ଅତ୍ୟନ୍ତ ସଙ୍ଗିନ ମାମଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଦିଆଯାଉବୋଲି ନରସିଂହ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲୋ। ବାଚସ୍ପତି ଏହାକୁ ପରୀକ୍ଷା ନିରୀକ୍ଷା କରିବା ପରେ ଗୃହକୁ ଅବଗତ କରାଇବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି...

ଲୋଇସିଂହାରେ ଘୂର୍ଣ୍ଣିଝଡ଼: ବାଉଁଶ ବୁଦା ଉପୁଡ଼ି ଜଣେ ମୃତ, ୩ ଗୁରୁତର

ଲୋଇସିଂହା,୬।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଛି। ତେବେ ବର୍ଷାରୁ ରକ୍ଷା ପାଇବା ଲାଗି...

ଶୁଚିସ୍ମିତା ମନ୍ତ୍ରୀ ହେଲେ ସାହିତ୍ୟ ଏକାଡେମୀ ସଚିବ

ଭୁବନେଶ୍ୱର,୨।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ଶୁଚିସ୍ମିତା ମନ୍ତ୍ରୀ। ପୂର୍ବତନ...

ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୩।୯: ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଚଳିତ...

ଏଭଳି ଆଡ଼ମ୍ବରପୂର୍ଣ୍ଣ ଜିଲା ଗସ୍ତ ଆଉ କେହି କରିନାହାନ୍ତି: ପ୍ରଦୀପ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ନୂଆପଡ଼ା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛି ଭାଜପା। ଦଳର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ଅତୀତରେ କୌଣସି...

କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ...

୨୦ରୁ ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କ ଅଫ୍‌ଲାଇନ୍‌ କ୍ଲାସ: ଗାଇଡ୍‌ ଲାଇନ ଜାରି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ୟୁଜି ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ କ୍ଲାସ କରିବେ। କରୋନା କଟକଣା ମଧ୍ୟରେ ପାଠପଢା ହେବ । ମାସ୍କ ବ୍ୟବହାର...

ୱେବ୍‌ ପୋର୍ଟାଲ ସମ୍ପାଦକ ସୁଧାଂଶୁ ଶେଖର ଅଟକ

ଭୁବନେଶ୍ୱର,୪।୯(ବ୍ୟୁରୋ) : ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାମରେ ଅପମାନଜନକ ଖବର ପ୍ରସାରଣ କରିବା ସହ ଧମକ ଦେଇ ବଟି ମାଗିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା...

Advertisement
Archives

Model This Week