Posted inଜାତୀୟ

ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ

ଲକ୍ଷ୍ନୌ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଉତ୍ତରପ୍ରଦେଶ ସରକାରର ୨ ଜଣ ମନ୍ତ୍ରୀ ଯାଇଥିବାବେଳେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକେ ଓ କଂଗ୍ରେସ କର୍ମୀମାନେ ସେମାନଙ୍କୁ ଜୋରଦାର ବିରୋଧ କରିଥିଲେ। ମନ୍ତ୍ରୀ କମଳ ରାଣୀ ବରୁନ୍‌ ଓ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉନ୍ନାଓ ଯିବାକୁ କହିଥିଲେ। ଆଜି କ’ଣ ପାଇଁ ଆସିଲ ବୋଲି ଉତ୍ତ୍ୟକ୍ତ ଲୋକେ ପ୍ରଶ୍ନ କରିଥିଲେ। ଦୋଷୀଙ୍କୁ ଛଡାଯିବ ନାହିଁ ବୋଲି ମୌର୍ଯ୍ୟ ପୀଡିତାଙ୍କ ପରିବାରକୁ ଭେଟିବା ପରେ କହିଛନ୍ତି। ସବୁ ପ୍ରକାର ତଦନ୍ତ ପାଇଁ ସରକାର ପ୍ରସ୍ତୁତ ବୋଲି ସେ କହିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ସଙ୍କଟ: ଭଙ୍ଗାଗଢ଼ା ରାଜନୀତି ଛାଡ଼ି ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଲେ ସୁପ୍ରିମ୍‌କୋର୍ଟ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଲନାଥ ସରକାରଙ୍କ ସଙ୍କଟ ବଢ଼ିଚାଲିଛି। ଗୁରୁବାର ସୁପ୍ରିମ୍‌କୋର୍ଟ ବିଧାନସଭାରେ ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଛନ୍ତି। ବିଦ୍ରୋହୀ ବିଧାୟକ ନିଜର ଇସ୍ତଫା...

ବେତନର ଅର୍ଦ୍ଧାଧିକ ଟିକସ ଦିଏ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୯ା୬: ଦେଶର ବିକାଶ ଲାଗି ନିୟମିତ ଟିକସ ଦେବା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଉତ୍ତରପ୍ରଦେଶ ଗସ୍ତରେ ଥିବା ରାଷ୍ଟ୍ରପତି...

ନାତିର ନାମକରଣ କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୨୩।୧୨: ଭାରତର ପ୍ରସିଦ୍ଧ ବ୍ୟବସାୟୀ ମୁକେଶ ଅମ୍ବାନୀ ନିକଟରେ ଜେଜେ ହୋଇଛନ୍ତି। ନାତି ଜନ୍ମ ହେବାର ୧୨ଦିନ ପରେ ଏବେ ଅମ୍ବାନୀ ପରିବାର ନବଜାତର ନାମକରଣ...

କୃଷି ଆଇନକୁ ବିରୋଧ କରି ‘ଦିଲ୍ଲୀ ଚଲୋ’ ଡାକରା

ଚଣ୍ଡିଗଡ଼, ୨୫ା୧୧: କେନ୍ଦ୍ରର କୃଷି ବିଲ୍‌କୁ ବିରୋଧକରି ପଞ୍ଜାବ, ହରିୟାଣାର ସହସ୍ରାଧିକ କୃଷକ ‘ଦିଲ୍ଲୀ ଚଲୋ’ ଡାକରା ଦେବା ସହ ବିକ୍ଷୋଭ ଲାଗି ଆଗେଇ ଆସିଛନ୍ତି।...

ଏପ୍ରିଲରେ ରାହୁଲଙ୍କ ଦ୍ୱିତୀୟ ଇନିଂସ: ପୁଣି ହେବେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୧।୨(ଆଇଏଏନ୍‌ଏସ୍‌):କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ଦଳର ମଙ୍ଗ ଧରିବେ। ଆସନ୍ତା ଏପ୍ରିଲରେ ସେ କଂଗ୍ରେସ ଅଧ୍ୟକ୍ଷ ପଦକୁ ଫେରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବଜେଟ...

ସୁଶାନ୍ତଙ୍କ ପରେ ମୁମ୍ବାଇରେ ଆଉ ଜଣେ ବିହାର ଅଭିନେତାଙ୍କ ପରଲୋକ

ମୁମ୍ବାଇ, ୨୯।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ପରେ ବିହାରର ଆଉ ଜଣେ ଉଦୀୟମାନ କଳାକାରଙ୍କ ବିୟୋଗ ସାମ୍ନାକୁ ଆସିଛି। ଯୁବ ଅଭିନେତା...

ପୁଣି ଘୁଞ୍ଚିବ କି ଫାଶୀ ଦଉଡ଼ି: ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ଏପ୍ରିଲ ୮ ସୁଦ୍ଧା ରିପୋର୍ଟ ତଲବ !

ନୂଆଦିଲ୍ଲୀ,୧୨।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ସମୟ ପୁଣିଥିରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ଦୋଷୀ ପଓ୍ବନ ତାଙ୍କୁ ଜେଲ୍‌ରେ ପିଟାଯାଇଥିବା ଅଭିଯୋଗ କରିଥିଲେ। ଏନେଇ...

ଡ୍ରଗ୍ସ ସହ ଭାଜପା ନେତ୍ରୀ ଗିରଫ

କୋଲକାତା, ୨୧ା୨ ଯୁବ ଭାଜପା ନେତ୍ରୀ ପାମେଲା ଗୋସ୍ବାମୀ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ପଶ୍ଚିମବଙ୍ଗ ସାଉଥ୍‌ କୋଲକାତାର ନୂଆ ଆଲିପୋର ଅଞ୍ଚଳରୁ ଶୁକ୍ରବାର ଗିରଫ...

Advertisement


Archives

Model This Week