ମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା: ରାଜ୍ୟରେ କୋଭିଡ-୧୯ ପରୀକ୍ଷଣ, ବେଡ ସଂଖ୍ୟା ବୃଦ୍ଧି ପାଇଁ ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ କରୋନା ନେଇ ଗୁରୁବାର ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟରେ କୋଭିଡ ଟେଷ୍ଟ ଓ ବେଡ୍‌ ସଂଖ୍ୟା ବୃଦ୍ଧି ପ୍ରସ୍ତାବ ଗୃହୀତ ହୋଇଛି। ପ୍ରତ୍ୟହ ୧୫ ହଜାର କୋଭିଡ୍‌ ନମୁନା ପରୀକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ଜୋର ଦେଉଛନ୍ତି। କୋଭିଡ୍‌ ନମୁନା ପରୀକ୍ଷଣ ବଢ଼ାଇବାକୁ ପ୍ରାଇଭେଟ୍‌ ଲ୍ୟାବ୍‌କୁ ଆଇସିଏମ୍‌ଆର୍‌ ଅନୁମତି ଦେଇଛି। ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ୍‌ ଟେଷ୍ଟ କରାଯିବ। ଟେଷ୍ଟ ଅନୁମତି ଲାଗି ଆବଶ୍ୟକ ମେଶିନ ଅଣାଯିବ। ଓଏସ୍‌ଏମ୍‌ସିଏଲ୍‌ ଦ୍ୱାରା ଆବଶ୍ୟକ ମେଶିନ କିଣାଯିବ। ୨୦୧୩ ଟବାକୋ ଆଇନ୍‌କୁ ଦୃଢ଼ ଭାବେ କାର୍ଯ୍ୟକାରୀ କରିବାକୁ ପ୍ରସ୍ତାବ ଦିଆଯାଇଛି। ସେହିଭଳି ବାହାରୁ ଆସୁଥିବା ଗର୍ଭବତୀ, ବୟସ୍କ ଓ ଶିଶୁଙ୍କର କରୋନା ଟେଷ୍ଟ ହେବ। ଏମାନଙ୍କର ଟେଷ୍ଟ ନେଗେଟିଭ୍‌ ଆସିଲେ ଘରେ ସଂଗରୋଧ ରହିବେ। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ତୁରନ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ପ୍ରବାସୀ ଶ୍ରମିକଙ୍କ କୋଭିଡ ଟେଷ୍ଟ ନେଗେଟିଭ୍‌ ହେଲେ ଘରକୁ ପଠାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri