Posted inଜାତୀୟ

ମନ୍ଦିରରେ ଦଳାଚକଟା: ୭ ମୃତ

ତ୍ରିଚି,୨୨ା୪: ତାମିଲନାଡୁର ତ୍ରିଚି ଜିଲାରେ ଥିବା କାରୁପାସ୍ବାମୀ ମନ୍ଦିରରେ ରବିବାର ଦଳାଚକଟା ଘଟି ୪ ମହିଳାଙ୍କ ସମେତ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ୧୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ଥୁରାୟୁରସ୍ଥିତ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚୈତ୍ର ପୂର୍ଣ୍ଣିମା ଅବସରରେ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ମନ୍ଦିର ପୂଜକଙ୍କଠାରୁ ଟଙ୍କିକିଆ ମୁଦ୍ରା ସଂଗ୍ରହ ଲାଗି ଠେଲାପେଲାରୁ ଦଳାଚକଟା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହୟତା ରାଶି ଦେବାକୁ ଘୋଷଣା କରିଛନ୍ତି। ପ୍ରକାଶ ଯେ ଚୈତ୍ରପୂର୍ଣ୍ଣିମାରେ ମନ୍ଦିର ହୁଣ୍ଡିରୁ ବାହାରିଥିବା ମୁଦ୍ରା ପୂଜକଙ୍କଠାରୁ ନେଇ ଘରେ ରଖିଲେ ଧନସମ୍ପତ୍ତି ବଢ଼ିଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅନୁଶାସନ ଶିଖିନାହାନ୍ତି ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଆଜି ରାହୁଲ ଗାନ୍ଧୀ ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ରାହୁଲ ଜଣେ ଅନୁଶାସନହୀନ ନେତା। ତାଙ୍କ ବିଷୟରେ...

‘ଭାରତରେ ସମସ୍ତ ହିନ୍ଦୁ ଜନ୍ମ ହୋଇଛନ୍ତି’, ଗୁଲାମ ନବୀ ଆଜାଦଙ୍କ ଟିପ୍ପଣୀ ଉପରେ ଜାଣନ୍ତୁ କ’ଣ କହିଲେ ମୁଫତି

ଶ୍ରୀନଗର,୧୮।୮: ଡିପିଏପିର ମୁଖ୍ୟ ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଭାରତରେ ଧର୍ମର ଇତିହାସ ବିଷୟରେ ମନ୍ତବ୍ୟ ଦେଇ ବିବାଦରେ ଅଛନ୍ତି। ନିକଟରେ...

‘ଭାରତ ବିଶ୍ୱକୁ ଆଧ୍ୟାତ୍ମିକ ପ୍ରଗତି ପଥରେ ଆଗେଇ ନେବ’

ନାଗପୁର,୨୪।୮: ଭାରତ ବିଶ୍ୱକୁ ଆଧ୍ୟାତ୍ମିକ ପ୍ରଗତି ପଥରେ ଆଗେଇ ନେବ ବୋଲି ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନର ମୁଖ୍ୟ ମୋହନ ଭଗବତ କହିଛନ୍ତି। ଚନ୍ଦ୍ରାୟନ-୩ ର...

ମମତାଙ୍କୁ ଆଉ ଏକ ଧକ୍କା

କୋଲକାତା,୨୨ ।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୀତି ବେଳକୁ ବେଳ ହେଉଛି ସରଗରମ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅର୍ଥାତ୍...

ସୋପେରରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳି ଚାଳନା: ୨ ବର୍ଷର ଶିଶୁ କନ୍ୟା ସହିତ ୪ ଆହତ

ଶ୍ରୀନଗର,୭।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରୁଛି। ଶନିବାର ଉତ୍ତର କଶ୍ମୀରର ସୋପେର ଜିଲାରେ...

ସୋମବାର ଇଦ୍‌: ଜମ୍ମୁ-କଶ୍ମୀରରେ ଲୋକଙ୍କ ଘର ପାଖରେ ସରକାର ପହଞ୍ଚାଉଛନ୍ତି ପନିପରିବା

ଶ୍ରୀନଗର,୧୧।୮: ସୋମବାର ଇଦ୍‌ ଥିବାରୁ ଜମ୍ମୁ-କଶ୍ମୀରରେ ଲୋକଙ୍କ ସୁବିଧା ପାଇଁ ସରକାର ଲୋକମାନଙ୍କ ଘର ପାଖରେ ପନିପରିବା ପହଞ୍ଚାଉଛନ୍ତି। ଲୋକଙ୍କର ଯେଭଳି କୌଣସି ଅସୁବିଧା ନ...

ସିବିଆଇକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୬ା୧: ବହୁ କୋଟି ଟଙ୍କାର ଚିଟ୍‌ଫଣ୍ଡ ଠକେଇ ମାମଲାର ତଦନ୍ତରେ ଅହେତୁକ ବିଳମ୍ବ ହେଉଥିବାରୁ ଜମାକାରୀ ନିଜ ଅର୍ଥ ଫେରସ୍ତ ପାଉନାହାନ୍ତି। ଜମାକାରୀମାନେ ୧୦-୧୫ ବର୍ଷ...

କିଙ୍ଗମେକର ସାଜିବକି ଜେଡିଏସ, ପ୍ରତି ମୁହୂର୍ତ୍ତରେ ବଦଳୁଛି ନମ୍ବର, କେବେ ଭାଜପା ତ କେବେ କଂଗ୍ରେସ

ବେଙ୍ଗାଲୁରୁ,୧୩।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏବେ ପ୍ରଥମ ପର୍ଯ୍ୟାୟ ଆରମ୍ଭରେ ୨୧୬ ଆସନର ଫଳାଫଳ ସାମ୍ନାକୁ ଆସିଛି। ଏଥିରୁ...

Advertisement
Archives

Model This Week