ମନ୍ଦିରରେ ଭିଡ, ୫ ଜଣଙ୍କ ନାମରେ ମାମଲା

ଫୁଲବାଣୀ ଅଫିସ, ୧୩ା୪- ଲକଡ଼ାଉନ ପାଇଁ ମନ୍ଦିରରେ ଭିଡ ଜମାଇବାକୁ ବାରଣ କରାଯାଇଛି। ହେଲେ ପଣା ସଂକ୍ରାନ୍ତିରେ ଏହାକୁ ନ ମାନି ମନ୍ଦିରରେ ଭିଡ ଜମାଇଥିବାରୁ ଫୁଲବାଣୀ ଆଦର୍ଶ ଥାନା ପୋଲିସ ପୂଜକଙ୍କ ସହ କର୍ମକର୍ତ୍ତାଙ୍କ ନାମରେ ମାମଲା ରୁଜୁ କରିଛି। କନ୍ଧମାଳ ଏସ୍‌ପି ପ୍ରତିକ ଗୀତା ସିଂ ସୋମବାର ସ୍ବତନ୍ତ୍ର ଭାବେ ବିଭିନ୍ନ ମନ୍ଦିର ବୁଲି ତଦାରଖ କରୁଥିଲେ। ପିଅନପଡ଼ା ରାସ୍ତାରେ କିଛି ମହିଳା ମନ୍ଦିର ଯାଉଥିବା ଦେଖି ତାଙ୍କୁ ଅଟକାଇ ପଚାରିଥିଲେ। ସେମାନେ କାଳୀ ମନ୍ଦିରକୁ ଯାଉଥିବା କହିଥିଲେ। ଏହାପରେ ଏସ୍‌ପି ମନ୍ଦିର ପୂଜକଙ୍କୁ ତାଗିତ କରିବା ସହ ମାମଲା ରୁଜୁ ପାଇଁ ଆଦର୍ଶ ଥାନାଧିକାରୀ ନରେଶ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଥାନାରେ ମନ୍ଦିର କମିଟି ସଭାପତି, ସମ୍ପାଦକ, ପୂଜକ ଓ ଅନ୍ୟ ଦୁଇ ଜଣଙ୍କ ନାମରେ ନଂ.୪୦/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଶିଶୁକନ୍ୟା ନିଖୋଜ, ତଦନ୍ତ ଚଳାଇଛି ପୋଲିସ

ଓଡଗାଁ, ୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ସାକେରୀ ହରିଜନ ସାହିରୁ ସୋମବାର ସକାଳୁ ଏକ ୩ ବର୍ଷର ଶିଶୁକନ୍ୟା ନିଖୋଜ ହୋଇଯିବା ଘଟଣା ସମସ୍ତଙ୍କୁ...

ଫୁଲୁଛି ମହାନଦୀ: ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର ଅଫିସ, ୧୬।୯: ଛତିଶଗଡ଼ରେ ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଛି। ବୁଧବାର ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ୨୪ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଗୁରୁବାର...

ବେକାରି, ପ୍ରଦୂଷଣ ବଡ଼ ସମସ୍ୟା

୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୩୦ ବର୍ଷ ମଧ୍ୟରେ ଅନେକ...

ଗୃହ କାର୍ଯ୍ୟାଦେଶ ବିଲ୍‌ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ

କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍‌ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି...

ଟ୍ରାଙ୍କୁଲାଇଜ ପରେ ହାତୀର ଚିକିତ୍ସା ଆରମ୍ଭ

ଭଞ୍ଜନଗର,୬।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରି ରେଞ୍ଜରେ କିଛିଦିନ ହେଲା ଅସୁସ୍ଥ ଥାଇ ଘୂରି ବୁଲୁଥିବା ମାଈ ହାତୀକୁ ସୋମବାର ଟ୍ରାଙ୍କୁଲାଇଜ...

ଗଞ୍ଜାମର ହିଞ୍ଜିଳି, ୫ ପଞ୍ଚାୟତକୁ ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ଜିଲାପାଳ, ଡିଆର୍‌ଡିଏ ପିଡି

ଛତ୍ରପୁର,୨୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ହିଞ୍ଜିଳି ବ୍ଲକ ଓ ୫ ଟି ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ପୁରସ୍କାର -୨୦୨୦ ମିଳିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ...

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ...

ଅଗ୍ନି-୫ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୮।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଭାରତର ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର...

Advertisement
Archives

Model This Week