ମନ୍ଦିରର ଦାନ ଅର୍ଥରେ ସରକାରୀ ହସ୍ପିଟାଲର ରୋଗୀଙ୍କୁ ଦିଆଯାଏ ୨ ବେଳା ଖାଦ୍ୟ

ମନ୍ଦିର କହିଲେ ବୁଝାଏ ଦାନ ଦକ୍ଷିଣା, ପୂଜାପାଠ ଆଦିକୁ। ହେଲେ ମହାରାଷ୍ଟ୍ର ପୁଣେର ଦଗଡୁ ସେଠ ହଲଓ୍ବାଇ ଗଣେଶ ମନ୍ଦିର ସବୁଠାରୁ ନିଆରା। କାରଣ ଭକ୍ତଙ୍କ ଦ୍ୱାରା ଏଠାରେ ଦିଆଯାଉଥିବା ଦାନ ଅର୍ଥ ଲୋକଙ୍କ ସେବାରେ ଲାଗିଥାଏ। ଏହା ଦେଶର ଏମିତି ଏକମାତ୍ର ମନ୍ଦିର ବୋଲି କୁହାଯାଏ। ଦଗଡୁ ସେଠ ହଲଓ୍ବାଇ ନାମକ ଜଣେ ବ୍ୟକ୍ତି ପ୍ରାୟ ଶହେ ବର୍ଷ ପୂର୍ବେ ଏହି ମନ୍ଦିର ନିର୍ମାଣ କରିଥିଲେ। ଏବେ ବର୍ଷକୁ ପ୍ରାୟ ୧୫ କୋଟି ଟଙ୍କା ଦାନ ଅର୍ଥକୁ ସରକାରୀ ହସ୍ପିଟାଲରେ ଥିବା ରୋଗୀଙ୍କ ପାଇଁ ଖର୍ଚ୍ଚ କରାଯାଉଥିବା କୁହନ୍ତି ମନ୍ଦିର ପରିଚାଳକ। ଏଠାରେ ଥିବା ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ମନ୍ଦିର ପକ୍ଷରୁ ଦିନକୁ ଦୁଇ ବେଳା ଖାଦ୍ୟ ଯୋଗାଇ ଦିଆଯାଇଥାଏ। ସେହିଭଳି ଗର୍ଭବତୀଙ୍କୁ ଅଲଗା ଲଡୁ ମଧ୍ୟ ଦିଆଯାଏ। ୨୦୧୬ରେ ଗର୍ଭବତୀଙ୍କ ପାଇଁ ଥିବା ୫ଟି ଓ୍ବାର୍ଡର ମରାମତି କରାଯିବା ସହ ୭୦ ଶିଶୁଙ୍କ ପାଇଁ ଏନ୍‌ଆଇସିୟୁ ଓ ଆଇସିୟୁ ମଧ୍ୟ ମନ୍ଦିର ଦ୍ୱାରା ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri