ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ନୟାଗଡ଼ ଅଫିସ, ୪।୧୧: ନୟାଗଡ଼ ଜିଲା ଗଣିଆ ବ୍ଲକ ମଣିଚଦ୍ରା କଳାପଟା ମନ୍ଦିର ପରିସରରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗଣିଆ ଥାନା ଛାମୁଣ୍ଡିଆ ଗ୍ରାମର ଗୟାଧର ବାରିକ।
ପ୍ରକାଶ ଯେ, ଭୋର ସମୟରେ କେତେଜଣ ଲୋକ ମନ୍ଦିର ପାର୍ଶ୍ୱଦେଇ ଯାଉଥିବା ବେଳେ ଚଟାଣ ଉପରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଗୟାଧରଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ସେମାନେ ଗଣିଆ ଥାନାକୁ ଖବର ଦେଇଥିଲେ। ପପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଗଣିଆ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟସେବା ଉପରେ ତୁଟୁଛି ଭରସା

ଭୋଗରାଇ, ୧୬।୧୨(ଡି.ଏନ.ଏ.)  ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରାଜ୍ୟରେ ସର୍ବବୃହତ୍‌ ବ୍ଲକ ଭାବେ ପରିଚିତ ଥିଲେ ମଧ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ରହିଛି। ଏହି ବ୍ଲକର ୫୦...

ହାତୀର ଗଳିତ ମୃତଦେହ ଉଦ୍ଧାର

କେନ୍ଦୁଝର/ଯୋଡ଼ା,୫ା୫ (ସ୍ବ.ପ୍ର./ଡି.ଏନ୍‌.ଏ.)-କେନ୍ଦୁଝର ବନ ବିଭାଗ ବାମେବାରୀ ଥାନା ଅନ୍ତର୍ଗତ କେନ୍ଦୁଘାଟି ଜଙ୍ଗଲରୁ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ଠିକ୍‌ ଜଣାପଡି...

ସ୍ବଚ୍ଛ ଭାରତ ମିଶନ୍‌ ବାଟବଣା: ବ୍ୟକ୍ତିଗତ ନୁହେଁ ଗୋଷ୍ଠୀକୁ ଦେଉଛନ୍ତି ଗୁରୁତ୍ୱ

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.),୧୯।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ଜରିଆରେ ପାଇଖାନା ନିର୍ମାଣ କାର୍ଯ୍ୟ ବାଟବଣା ହେଉଥିବା ଅଭିଯୋଗ ହେଉଛି। ନୂଆଗାଁ ବ୍ଲ୍ଳକରେ ମୋଟ...

ବେଆଇନ କଳାପଥର ଉତ୍ତୋଳନ ଅଣାୟତ୍ତ

ଯାଜପୁର ଅଫିସ,୧୭ା୪: ବର୍ତ୍ତମାନ ଜିଲାରେ ଖରାର ପ୍ରକୋପ ଜାରି ରହିଛି। ଏଭଳିସ୍ଥଳେ ପାନୀୟ ଜଳ ସମସ୍ୟାର ମୁକାବିଲା ପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌)...

୧୩ ବର୍ଷ ପରେ ଗାଁକୁ ଫେରିଲେ ହଜିଲା ପୁଅ

ସିମୁଳିଆ,୮।୮(ସନ୍ତୋଷ ନାୟକ): ୧୩ବର୍ଷ ପରେ ଗାଁକୁ ଫେରିଛି ହଜିଲା ପୁଅ। ଆଖି ଆଗରେ ଚୁନା ହୋଇଯାଇଥିବା ସୁନା ସଂସାର ପୁଣି ଥରେ ହସି ଉଠିବ ବୋଲି...

ବୃଦ୍ଧାଙ୍କୁ ହତ୍ୟା କରି ସୁନା ଅଳଙ୍କାର, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି କଲେଜ ଛକ ନିକଟ ଗଡ଼ସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ବୃଦ୍ଧାଙ୍କୁ...

ଗଞ୍ଜାମ ଜିଲାପାଳଙ୍କ ଶେରଗଡ଼ ବ୍ଲକ ଗସ୍ତ: କହିଲେ ଜୁଲାଇ ମାସରେ ସତର୍କ ରହିବାକୁ ପଡ଼ିବ

ଶେରଗଡ଼,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଭୋରରୁ ଶେରଗଡ଼ ବ୍ଲକ ଗସ୍ତରେ ଆସିଛନ୍ତି। ଏହି ସମୟରେ ସେ ବ୍ଲକ ସମ୍ମୁଖରେ ସରପଞ୍ଚମାନଙ୍କ ସହ...

ହ୍ବାଟ୍ସଆପ୍‌ରେ ଲୋକଙ୍କୁ ଉତ୍ତର ଦେଉଛନ୍ତି ଏସ୍‌ପି

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁର ପୋଲିସ ଲକ୍‌ଡାଉନ୍‌ ସମ୍ପର୍କରେ ଠିକ୍‌ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ ନମ୍ବର (୯୪୩୮୯୧୬୫୫୦) ସର୍ବସାଧାରଣ କରିଛି। ଏହା କେବଳ ଦିନ...

Advertisement
Archives

Model This Week