Posted inଜାତୀୟ

ମମତାଙ୍କୁ ଚ୍ୟାଲେଞ୍ଜ ଦେଲେ ଅମିତ ଶାହା

କୋଲକାତା,୨୯।୧୧: ପଶ୍ଚିମବଙ୍ଗର ଧର୍ମତଲାଠାରେ ବୁଧବାର ଆୟୋଜିତ ଏକ ଜନ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିନ୍ଦା କରିଛନ୍ତି।
ଅମିତ ଶାହା କହିଛନ୍ତି, ଯେଉଁ ରାଜ୍ୟରେ ଏତେ ଅନୁପ୍ରବେଶ ଅଛି ସେଠାରେ କେବେ ବିକାଶ ହୋଇପାରିବ ନାହିଁ। ସେଥିପାଇଁ ମମତା ବାନାର୍ଜୀ ସିଏଏକୁ ବିରୋଧ କରୁଛନ୍ତି। ସିଏଏ ହେଉଛି ଦେଶର ନିୟମ ଏବଂ ଏହାକୁ କେହି ରୋକି ପାରିବେ ନାହିଁ। ଆମେ ଏହାକୁ କାର୍ଯ୍ୟକାରୀ କରିବୁ।
ଭାଜପା ପଶ୍ଚିମବଙ୍ଗରେ ସରକାର ଗଠନ କରିବ ଏବଂ ୨୦୨୪ ନିର୍ବାଚନରେ କ୍ଷମତାକୁ ଆସିବ। ସେ କହିଛନ୍ତି ମୁଁ ଆଜି ଡାକିବାକୁ ଆସିଛି, ଯଦି ୨୦୨୬ରେ ଏଠାରେ ଭାଜପା ସରକାର ଗଠନ କରିବାକୁ ପଡିବ। ତେବେ ୨୦୨୪ ଲୋକସଭା ନିର୍ବାଚନରେ ଏହାର ମୂଳଦୁଆ ପକାଇବ ଏବଂ ନରେନ୍ଦ୍ର ମୋଦିଙ୍କୁ ଦେଶର ପ୍ରଧାନମନ୍ତ୍ରୀ କର ବୋଲି ଶାହା ଲୋକଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri