Posted inଜାତୀୟ

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ କ୍ଷମା ମାଗିବାକୁ କହିଛନ୍ତି। ପ୍ରଦୀପ୍ତାନନ୍ଦଙ୍କ ସମେତ ଗୋଟିଏ ଗୋଷ୍ଠୀ ସନ୍ଥ ଭାଜପା ପାଇଁ କାର୍ଯ୍ୟ କରୁଥିବା ମମତା ଅଭଯୋଗ କରିଥିଲେ। ସେଥିପାଇଁ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ନୋଟିସ ପାଇବାର ୪୮ ଘଣ୍ଟା ମଧ୍ୟରେ ଖବରଦାତା ସମ୍ମିଳନୀ ଡାକି ନିଃସର୍ତ୍ତ କ୍ଷମା ମାଗିବା ସହ ନିଜର ବିବାଦୀୟ ମନ୍ତବ୍ୟ ଫେରାଇ ନେବାକୁ ଏଥିରେ କୁହାଯାଇଛି। ଯଦି ମମତା ୪ ଦିନ ମଧ୍ୟରେ ଜବାବ ନ ଦିଅନ୍ତି, ତେବେ ସେ ପ୍ରଦୀପ୍ତାନନ୍ଦଜୀଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣି ତାଙ୍କୁ ସର୍ବସାଧାରଣରେ ଅପମାନିତ କରିବାକୁ ଚାହୁଁଥିବା ବୁଝାଯିବ। ମମତାଙ୍କ ବିରୋଧରେ ଆପରାଧିକ ମାମଲା ଦାଏର କରିବା ଅଧିକାର ପ୍ରଦୀପ୍ତାନନ୍ଦଙ୍କର ରହିଥିବା ତାଙ୍କ ଓକିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri