Posted inଜାତୀୟ

ମମତାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଲୋଚନା କରି ଡାକ୍ତର ଆନ୍ଦୋଳନ ମାମଲା ସମାଧାନ କର

କୋଲକତା, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଧିରେ ଧିରେ ଏହି ଆନ୍ଦେଳନ ତୀବ୍ର ହେବାକୁ ଲାଗିଥିବାବେଳେ ଶୁକ୍ରବାର କୋଲକତା ହାଇକୋର୍ଟ ଆଲୋଚନା କରି ଡାକ୍ତର ଆନ୍ଦୋଳନ ମାମଲା ସମାଧାନ କର ବୋଲି ପଶ୍ଚମିବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ସୋମବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ହେବାକୁ ନେଇ ଜୁନିୟର ଡାକ୍ତରମାନଙ୍କୁ ହସ୍ପିଟାଲ ମଧ୍ୟରେ ମାଡ ମରାଯାଇଥିଲା। ଏହାର ପ୍ରତିବାଦରେ ସେମାନେ ଆନ୍ଦୋଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟଧାର୍ଯ୍ୟ

ନୂଆଦିଲ୍ଲୀ, ୧୭।୪:୨୦୨୦-୨୧ ବର୍ଷରେ ୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୯-୨୦ ବର୍ଷରେ ୨୯୧.୧୦ ନିୟୁତ ଟନ୍‌...

ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍‌ବିଏ)ର ସହଯୋଗୀ ଦଳ...

ଓମିକ୍ରନ୍‌ ବିରୋଧରେ ଟିକା କାମ ଦେବନି, ନୂଆ ଟିକା ଆବଶ୍ୟକ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଅପରପକ୍ଷରେ ନୂଆ ଭାରିଆଣ୍ଟର ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସର୍ବାଧିକ ଟିକାକରଣ ଉପରେ ଧ୍ୟାନ...

ମନ୍ଦିର ଭଙ୍ଗାରୁଜା ଘଟଣା: ଦିଲ୍ଲୀ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ ଶାହ

ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ...

୧୧ ମାସ ପରେ ସ୍କୁଲ ଆସିଥିବା ପିଲାଙ୍କୁ ପୁଷ୍ପ ବୃଷ୍ଟି କରି କରାଗଲା ସ୍ୱାଗତ

ଲକ୍ଷ୍ନୌ,୧ ।୩: କରୋନା ମାହାମାରୀ କାରଣରୁ ପାଖାପାଖି ୧୧ ମାସ ହେବ ଅଧିକାଂଶ ରାଜ୍ୟରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ଦୀର୍ଘଦିନ ପରେ ସ୍କୁଲ ଆସିଥିବା...

ତୃତୀୟ ଲହରର ୬୦ ପ୍ରତିଶତ ମୃତକ ନେଇ ନ ଥିଲେ ଟିକା, ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହରରେ ୬୦ ପ୍ରତିଶତ ମୃତକ ସମ୍ପୂର୍ଣ୍ଣ ଟିକା ନେଇ ନ ଥିବା ଜଣାପଡ଼ିଛି। ଘରୋଇ ହସ୍ପିଟାଲ...

କଂଗ୍ରେସରୁ ଜାଖରଙ୍କୁ ନିଲମ୍ବନ ଲାଗି ସୁପାରିସ

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ସୁନୀଲ ଜାଖରଙ୍କୁ ୨ ବର୍ଷ ପାଇଁ ଦଳରୁ ନିଲମ୍ବନ କରିବାକୁ ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଶୃଙ୍ଖଳାଗତ କମିଟି...

ଲକ୍‌ଡାଉନ୍‌ରେ କେତେକ ଘରେ ରାମାୟଣ ଦେଖୁଥିବାବେଳେ ଗରିବ ଭିଟାମାଟିକୁ ଫେରିବା ପାଇଁ କରୁଛନ୍ତି ପ୍ରୟାସ: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ କେତେକ ଘରେ ବସି...

Advertisement
Archives

Model This Week