Posted inଜାତୀୟ

ମମତା ‘ରାମ ନାମ’ ନେଲେ ଖରାପ ଶକ୍ତିର ପ୍ରଭାବ କମିଯିବ: ଭାଜପା ନେତା

ନୂଆଦିଲ୍ଲୀ,୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଭାଜପା ଟାର୍ଗେଟରେ। ଜୟ ଶ୍ରୀରାମକୁ ନେଇ ଉଭୟ ଦଳ ଭିତରେ ଚାଲିଥିବା ତୁତୁ ମେମେ ଏବେ ଚରମ ସୀମାରେ ପହଞ୍ଚିଛି। ରବିବାର ଦିଲ୍ଲୀର ଭାଜପା ନେତା ପ୍ରବୀଣ ଶଙ୍କର କପୁର କହିଛନ୍ତି ମମତା ବାନାର୍ଜୀ ଓ ତାଙ୍କ ଦଳ ତ୍ରୁଣମୂଳ କଂଗ୍ରେସ ରାମ ନାମ ଜପ କଲେ ସେମାନଙ୍କ ଉପରେ ଥିବା ଖରାପ ଶକ୍ତିର ପ୍ରଭାବ ଆପଣାଛାଏଁ ଦୂରେଇ ଯିବ। ସେ ଆହୁରି ମଧ୍ୟ କହିଛନ୍ତି ଦିଦିଙ୍କ ଉପରେ ଏବେ ଏତେ ପରିମାଣରେ ଖରାପ ଶକ୍ତିର ପ୍ରଭାବ ରହିଛି ଯେ ତାଙ୍କ ସାମ୍ନାରେ ରାମ ନାମ ନେଲେ ସେ ଖୁବ୍‌ ଜୋରରେ ପାଟି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇ ପାରିଲେନି ଚିନ୍ମୟାନନ୍ଦ

ଶାହାଜହାନପୁର,୨୧।୯: ଏକ ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଶୁକ୍ରବାର ଜେଲ୍‌ରେ ପ୍ରଥମ ରାତି କାଟିଛନ୍ତି। ଜଣେ ଆଇନ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଶୁକ୍ରବାର ତାଙ୍କୁ ଗିରଫ...

ଡାଇବେଟିସ୍‌ ଦୂର କରିବ ଏହି ଜୁସ୍‌

ଆଜିକାଲି ଅଧିକାଂଶ ବ୍ୟକ୍ତି ଡାଇବେଟିସରେ ପୀଡ଼ିତ। ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ...

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ: ଖୁବ୍‌ଶୀଘ୍ର କେରଳ ଯିବ କେନ୍ଦ୍ରୀୟ ଟିମ୍‌

ଥିରୁଭାନ୍ତମପୁରମ,୨୮।୭: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ଏବେ କେରଳ ଚିନ୍ତା ବଢ଼ାଇଛି। ଲଗାତର ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ...

ଏଏପିକୁ ଟାର୍ଗେଟ କଲେ କପିଲ

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ...

ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ନୂଆ ତାରିଖ, ସମୟ ପାଇଁ କୋର୍ଟଙ୍କୁ ଅନୁରୋଧ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ଦୋଷୀ ମୁକେଶ କୁମାର ସିଂଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିବା ପରେ ଏବେ ଏହି...

କୃଷି ଆଇନ ସ୍ଥଗିତ ରଖ

ନୂଆଦିଲ୍ଲୀ, ୧୨ା୧: ନୂଆ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ଏହାର ସମାଧାନ କରିବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ସୋମବାର...

ଶହେ ପ୍ରଦୂଷିତ ସହର ମଧ୍ୟରେ ଭାରତର ୬୩

ନୂଆଦିଲ୍ଲୀ, ୨୩ା୩: ଦେଶରେ ତିନି ବର୍ଷ ଧରି ବାୟୁ ଗୁଣବତ୍ତା ବୃଦ୍ଧିରେ ବ୍ରେକ୍‌ ଲାଗିଛି। ଭାରତରେ ପ୍ରଦୂଷଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ୨୦୨୧ରେ ଦିଲ୍ଲୀ...

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା...

Advertisement
Archives

Model This Week