ମମିତା ହତ୍ୟା ଘଟଣାରେ ତଦନ୍ତ ଦିଗହରା: ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଦାବି

ବଲାଙ୍ଗୀର ଅଫିସ,୨୬।୧୦: ରାଜ୍ୟ ଭାଜପା ପ୍ରତିନିଧି ଦଳ ମଙ୍ଗଳବାର ମମିତା ମେହେରଙ୍କ ପରିବାରବର୍ଗଙ୍କୁ ଭେଟିଛନ୍ତି। ଏହି ଦଳ ବଲାଙ୍ଗୀର ଜିଲାର ଝରଣୀ ଗାଁରେ ପହଞ୍ଚିବା ପରେ ମୃତା ମମିତାଙ୍କ ମା’, ବାପା ଓ ଅନ୍ୟମାନଙ୍କୁ ସମବେଦନା ଜଣାଇଥିଲେ। ଏହି ଘଟଣାର ତଦନ୍ତ ଦିଗହରା ହେଉଛି ଓ ଅନ୍ୟ ଅଭିଯୁକ୍ତଙ୍କୁ ଖସାଇବାକୁ ପୋଲିସ ଉଦ୍ୟମ କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଥିଲା । ଉକ୍ତ ଦଳରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ସ୍ଥାନୀୟ ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପୂର୍ବତନ ଡିଜି ପ୍ରକାଶ ମିଶ୍ର, ପିତାମ୍ବର ଆଚାର୍ଯ୍ୟ ଓ ଅନ୍ୟମାନେ ସାମିଲ ଥିଲେ । ଏହି ମାମଲାରେ ସମ୍ପୃକ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ମୋତିଲାଲ ଓସ୍ବାଲ-କିସ୍‌ ଜନଜାତି ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୫।୨- ଭୁବନେଶ୍ୱର କିସ୍‌ ଜନଜାତି ଆବାସିକ ବିଦ୍ୟାଳୟ ବଲାଙ୍ଗୀର ଶାଖା ମୋତିଲାଲ ଓସ୍ବାଲ-କିସ୍‌ ବିଦ୍ୟାଳୟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି।...

ଦୋକାନରେ ପଶିବାବେଳେ ଧରାପଡ଼ିଲେ ୨ ଚୋର

ଧାମନଗର,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଖାରିଜକୋରୁଆ ବଜାରରେ ସୁବାସ ପଣ୍ଡାଙ୍କ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଜଣେ ଚୋର ପଶି ଚୋରି କରୁଥିବାବେଳେ ସୁବାସ...

ବିଦ୍ୟୁତ୍‌ ଖୁଣ୍ଟରୁ ଖସି ଯୁବକ ମୃତ:ସାଉଥ୍‌କୋ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ସ୍ତ୍ରୀ

ଭଞ୍ଜନଗର,୧।୬(ଡି.ଏନ.ଏ.): ତାରସିଂ ଥାନା କୁଡୁତାଇ ସୋସାଇଟି ନିକଟରେ ଶନିବାର ସକାଳେ ଜଣେ ଯୁବକଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଥାନା ବାଙ୍କତରାର...

ଖୁଣ୍ଟୁଣୀ ବନାଞ୍ଚଳରେ ପକ୍ଷୀଗଣନା: ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ

ଖୁଣ୍ଟୁଣୀ,୪।୧(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ରବିବାର ପକ୍ଷୀ ଗଣନା କରାଯାଇଥିଲା। ଏଥିରେ ମୋଟ୍‌ ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୮ ପକ୍ଷୀ ଇଣ୍ଡିଆନ...

କୃଷି କାର୍ଯ୍ୟ, ଜରୁରିକାଳୀନ ସେବା ଉପରେ ପଡ଼ୁଛି ପ୍ରଭାବ

ନବରଙ୍ଗପୁର,୧୯ ।୬(ବି.ପ୍ର.): ଗୋଟିଏ ପଟେ ବିଳମ୍ବିତ ମୌସୁମୀ ଓ ଧାନ ବିହନ ଅଭାବ। ଅନ୍ୟ ପକ୍ଷରେ ନବରଙ୍ଗପୁର ଜିଲାରେ ଡିଜେଲ ମିଳୁନାହିଁ । କୃଷି କାର୍ଯ୍ୟରେ...

ଶିକ୍ଷୟିତ୍ରୀଙ୍କ ଚାକିରି ନିୟମିତ କରିବାକୁ ୩ ଲକ୍ଷ ଠକେଇ

ବ୍ରହ୍ମପୁର ଅଫିସ,୨୨ା୫: ରେଳ ବିଭାଗରେ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକିବା ଅଭିଯୋଗରେ ଗୋଷାଣି ନୂଆଗାଁ ପୋଲିସ ଦ୍ୱାରା...

ଅନ୍ତିମ ସତ୍କାର କରାଇ ଦେଲେନି ମହୁମାଛି

କୁତ୍ରା,୨୧।୧୦(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗ ମାର୍ଟିନପଡା ଗ୍ରାମରେ ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ନେଲସନ...

ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ...

Advertisement
Archives

Model This Week