ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ: ମରାମତି ଦାବି

ଭବାନୀପାଟଣା,୨୩।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଇ ଯାଇଥିବା ବରଗଡ଼-ବୋରିଗୁମ୍ମା ୨୬ ନଂ. ଜାତୀୟ ରାଜପଥ କେସିଙ୍ଗା ବ୍ଲକ ପାଷ୍ଟିକୁଡି ନିକଟ ଦେଗାଡି, ଜୋରର ପୋଲ ଉପରେ ଏକ ଗର୍ତ୍ତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ବହୁବାର ଯାନବାହନ ଦୁର୍ଘଟଣାଗ୍ରସ୍ତ ହେଉଥିବା ବାରମ୍ବାର ଅଭିଯୋଗ ପରେ ମଧ୍ୟ ମରାମତି କରାଯାଉ ନାହିଁ। ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ରାସ୍ତା ମରାମତି ଲାଗି ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri