ମରଣଯନ୍ତା ପାଲଟିଛି ୨୦ନଂ. ଜାତୀୟ ରାଜପଥ: ରାସ୍ତା କଡ଼କୁ ଖସିଲା ଟ୍ରକ୍‌

କୋଳିମାଟି,୨୩।୨(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନରେ ଥିବା କୋଳିମାଟି ଦରଖୋଳା ଘାଟି ନିକଟରେ ରାସ୍ତା ମରଣଯନ୍ତା ପାଲଟିଛି । ପ୍ରତ୍ୟେକ ଦିନ ଏଠାରେ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି । ୨୦ନଂ. ଜାତୀୟ ରାଜପଥ ରାସ୍ତା କାମ ଅସମ୍ପୂର୍ଣ୍ଣ ଭାବରେ ପଡିରହିଛି। ଶନିବାର ରାତିରେ ଏକ ଟ୍ରକ ରାସ୍ତା କଡ଼କୁ ଖସି ଯାଇଥିବା ଦେଖିବାକୁ ମିଳିଥିଲା। ତେବେ ପ୍ରଶାସନ ଉକ୍ତ ରାସ୍ତାକୁ ମରାମତି କରିବାର ନାଁ ନେଉ ନ ଥିବା ବେଳେ ମା’ ତାରିଣୀଙ୍କ ଦର୍ଶନ ଲାଗି ଯାଉଥିବା ଶ୍ରଦ୍ଧାଳୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଅଞ୍ଚଳରେ ରାସ୍ତା ମରାମତି ଲାଗି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୧୧: ‘କାଣ୍ଟେ’, ‘ସୁଟ୍‌ଆଉଟ ଆଟ୍‌ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?