ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା

ସିଂହପୁର,୨୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ ରାସ୍ତା ଦୀର୍ଘଦିନ ମରାମତି ନ ହେବାରୁ ଭାଙ୍ଗିରୁଜି ଏବେ ମରଣଯନ୍ତା ପାଲଟିଛି। ଫଳରେ ରାସ୍ତାରେ ଗର୍ତ୍ତ ହେବା ସହ ସଙ୍କୁଚିତ ହୋଇ ବିପଦ ସୃଷ୍ଟି କରୁଛି। ଚାରିଚକିଆ ଯାନ ଯିବା ଦୂରରେ ଥାଉ ଦୁଇ ଚକିଆ ଯିବା ଆସିବା କରିବା ମଧ୍ୟ କଷ୍ଟକର ହୋଇପଡୁଛି। ଜଳସମ୍ପଦ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ ଏହାର ମରାମତି କରିବାକୁ ଅଞ୍ଚଳବାସୀ ଦୃଢ଼ ଦାବି କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁରୁଣାବଜାର ଅଞ୍ଚଳରୁ ହଟାଯାଉ ଜବରଦଖଲ’

ଭଦ୍ରକ ଅଫିସ,୨୦।୬: ଭଦ୍ରକ ପୁରୁଣାବଜାର ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ ନେଇ ସୋମବାର ଜିଲାପାଳଙ୍କ ନିକଟରେ ଦାବି ହୋଇଛି। ସନ୍ଥିଆ ପୋଲଠାରୁ ନଙ୍ଗାମହଲା, ପାଟଣାସାହି, ସାନଶଙ୍କରପୁର, ପୁରୁଣାବଜାର...

ବରଗୋଛା-ଦପଲା ରାସ୍‌ତା: ନୂତନ ରାସ୍‌ତା ଲାଗି ଅଂଚଲବାସୀକର ଦାବି

ମନମୁଣ୍ଡା, ୧୬।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଧୀନ ବରଗୋଛା-ଦପଲା ୨୦ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଦେଖ୍‌ରେଖ, ମରାମତି ଅଭାବୁ ପିଚୁ...

ଢିପସାହିରେ ବଢ଼ୁଛି ଭାଇଚାରା: ଯୁବପିଢ଼ିଙ୍କୁ ଏକାଠି କରିଛି ସଂକୀର୍ତ୍ତନ

ବନ୍ତଳା,୨୦ା୫ (ଦୀନେଶ ଦେହୁରୀ) ରାଜନୀତି ପାଇଁ ଗାଁ ଗାଁ ଆଜି କଳୁଷିତ। ଘର-ଘର, ସାହି-ସାହିରେ ମନ ଫଟାଫଟି। ଗୋଷ୍ଠୀ, ଦଳକୁ ନେଇ କନ୍ଦଳ ପ୍ରାୟ ସବୁଠି। ହେଲେ...

ଫାର୍ମାସୀ କଲେଜ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ସାରସକଣା,୨୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ସୀମାନ୍ତରେ ଥିବା ଏକ ଫାର୍ମାସୀ କଲେଜର ଜଣେ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣା ସାରା ଅଞ୍ଚଳରେ ଏବେ...

ଭିମ୍‌ସାରରେ ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ

ସମ୍ବଲପୁର,୧୦ା୭(ବ୍ୟୁରୋ): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ ସେଣ୍ଟର (ଭିମ୍‌ସାର)ରେ ଆଉ ଏକ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହେବ। ଏହା ସ୍ବତନ୍ତ୍ର...

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ...

ତେନ୍ତୁଳିଗୁମ୍ମା ପଞ୍ଚାୟତ ସରପଞ୍ଚ, ସମସ୍ତ ଓ୍ବାର୍ଡମେମ୍ବର, ସମିତିସଭ୍ୟ ଅପ୍ରତିଦ୍ୱନ୍ଦ୍ୱୀ

ବୈପାରିଗୁଡ଼ା, ୩୦ା୧(ଡି.ଏନ୍‌.ଏ.) ବୈପାରିଗୁଡ଼ା ବ୍ଲକରେ ୨୪ ତାରିଖରେ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବୈପାରିଗୁଡ଼ା ବ୍ଲକରେ...

ଦ୍ୱିତୀୟ ଦିନରେ ୬୦୩ ପ୍ରାର୍ଥୀଙ୍କ ନାମାଙ୍କନ

ଖୋର୍ଦ୍ଧା ଅଫିସ,୧୯।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଜାରି ରହିଛି। ମଙ୍ଗଳବାର ନାମାଙ୍କନ ଦାଖଲର ଦ୍ୱିତୀୟ ଦିନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ...

Advertisement
Archives

Model This Week