ମର୍ଣ୍ଣିଓ୍ବାକ୍‌ ପରେ ପାଦତଳ ଦରଜ ଠିକ୍‌ କରେ ସୋରିଷ

ଦୀର୍ଘ ସମୟ ଧରି ଠିଆ ହେଲେ ଅବା ବସି ରହିଲେ ପାଦତଳ ଦରଜ ହୋଇଥାଏ। ବେଳେବେଳେ ପାଦ ଫୁଲି ଯାଇଥାଏ। ଫଳରେ ଚାଲିବା ବୁଲିବାରେ କଷ୍ଟ ହୋଇଥାଏ। କିଛି ଘରୋଇ ଉପଚାର ମାଧ୍ୟମରେ ଏସବୁ ସମସ୍ୟା ସମାଧାନ କିପରି ହେବ ଜାଣିବା ସେ ସମ୍ପର୍କରେ…
-ଗୋଟିଏ ବାଲ୍ଟି ଗରମ ପାଣି ନେଇ ସେଥିରେ ଦୁଇ ଚାମଚ ସୋରିଷ, ଅଳ୍ପ ସୈନ୍ଧବ ଲୁଣ ମିଶାଇ ସେହି ପାଣିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଗୋଡ ବୁଡାଇ ରଖିଲେ ଆରାମ ମିଳିଥାଏ। ସପ୍ତାହକୁ ଏହିପରି ୨/୩ ଥର କଲେ ଭଲ।
-ପାଦ ଦରଜ ହେଲେ ସୋରିଷକୁ ଗୁଣ୍ଡ କରି ଏକ ବାଲ୍ଟି ଉଷୁମ ପାଣିରେ ମିଶାଇ ସେଥିରେ ପାଦ ବୁଡାଇ ରଖିଲେ ଆରାମ ମିଳିଥାଏ।
-ସେହିପରି ପାଦ ବା ଗୋଡ ଦରଜ ହୋଇଥିଲେ ବରଫର ଛୋଟ ଖଣ୍ଡ ଗୁଡିକୁ ଏକ କପଡାରେ ବାନ୍ଧି କିଛି ସମୟ ଗୋଡ ବା ପାଦରେ ଘଷିଲେ ପାଦ ଦରଜ ଠିକ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IRGC କ୍ଷେପଣାସ୍ତ୍ର ଆକ୍ରମଣର ପ୍ରତିଶୋଧ ନେଲା ଇସ୍ରାଏଲ, କେନ୍ଦ୍ରୀୟ ଇରାନରେ ସାମରିକ ସ୍ଥାନଗୁଡ଼ିକୁ କଲା ଭୟଙ୍କର ଆକ୍ରମଣ

ଜେରୁଜେଲମ,୮।୬: ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରାଇ ଆଣିବାର ସମସ୍ତ ପ୍ରୟାସ ବିଫଳ ହୋଇଛି, ଏବଂ ଉଭୟ ପକ୍ଷରୁ ପୁଣି ଥରେ ତୀବ୍ର, ଦ୍ରୁତ ଆକ୍ରମଣ ଆରମ୍ଭ ହୋଇଛି। ଇସ୍ରାଏଲ…

ପୁରୁଣା ଓ୍ବାରେଣ୍ଟିଙ୍କୁ ଧରିବାକୁ ଯାଇ ମଦଭାଟି ଠାବକଲା ପୋଲିସ

ରାଇକିଆ,୮ା୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ବିଭିନ୍ନ ମାମଲାରେ ସଂପୃକ୍ତ ଥିବା ୧୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଏ.ସ୍ବର୍ଣ୍ଣଲତା…

ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ…

ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…

ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍‌ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ…

କଂଗ୍ରେସକୁ ବଡ଼ ଉପହାର ଦେଲେ ବିଜୟ, ହେଲେ DMK…

ନୂଆଦିଲ୍ଲୀ,୮।୬: TVK ତାମିଲନାଡୁରେ ଏହାର ପ୍ରଥମ ରାଜ୍ୟ ସଭା ଆସନ କଂଗ୍ରେସକୁ ଦେବାକୁ ନିଷ୍ପତ୍ତି ନେଇଛି। ଥାଲାପତି ବିଜୟଙ୍କ କଂଗ୍ରେସକୁ ଆସନ ଦେବାର ନିଷ୍ପତ୍ତି ପରେ, DMK…

ମିଶାଇଲ ଆକ୍ରମଣକୁ ନେଇ ନାଲି ହୋଇଗଲେ ଟ୍ରମ୍ପ, ଫୋନ କରି ନେତାନ୍ୟାହୁଙ୍କୁ ଦେଲେ କଡ଼ା ଚେତାବନୀ

ଓ୍ବାଶିଂଟନ,୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବେ ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧକୁ ନେଇ ମତଭେଦରେ ଅଛନ୍ତି। ଟ୍ରମ୍ପ ସ୍ପଷ୍ଟ…

ଏମରଜେନ୍ସି ଲ୍ୟାଣ୍ଡିଂ ସମୟରେ ଜଳିଗଲା ବିମାନ, ସାମ୍ନାକୁ ଆସିଲା ଲୋମ ଟାଙ୍କୁରା ଭିଡ଼ିଓ

କିନସାସା,୮।୬: ଡୋମିନିକାନ ଗଣରାଜ୍ୟର ଏକ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନରେ ଥିବା ଉଭୟ…

TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ

ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri