Posted inଜାତୀୟ

ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ନୋଏଡା, ୨୨।୫: ଉତ୍ତର ପ୍ରଦେଶର ନୋଏଡାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ୫ ଜଣ ଏମବିବିଏସ ଛାଛ୍ରୀଛାତ୍ର କାରରେ ଯାଉଥିବାବେଳେ ଚାନ୍ଦିନଗର ଥାନା ଅନ୍ତର୍ଗତ ସରଫାବାଦ ପାଖରେ ଥିବା ଏକ ଟ୍ୟାଙ୍କର ସହ ଧକ୍କା ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହେପାଟାଇଟିସ୍‌ ଔଷଧରେ ଭଲ ହେବ କରୋନା

ରୋହତକ, ୩୦।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ସମ୍ପର୍କରେ ଚର୍ଚ୍ଚା ଜାରି...

ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ

ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ...

ନିର୍ଭୟା ମାମଲା: ଫାଶୀ ଖୁଣ୍ଟରେ ଝୁଲିବାକୁ ଆରମ୍ଭ ହେଲା କାଉଣ୍ଟ ଡାଉନ୍‌!

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି।...

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ...

ଥରିଲା ବିକାନେର୍‌: ଲୋକେ ଆତଙ୍କିତ

ଜୟପୁର,୧୩।୧୦: ରାଜସ୍ଥାନ ବିକାନେର୍‌ରେ ରବିବାର ପୂର୍ବାହ୍ନ ୧୦ଟା ୩୬ରେ ଭୂକମ୍ପ ଅନୁଭୁତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଥିଲା ବୋଲି ଭାରତୀୟ ପାଣିପାଗ...

ମହିଳା ଏମ୍‌ପିଙ୍କୁ ଭାଜପା ନେତାଙ୍କ ପରାମର୍ଶ: ରାଜନୀତି ଛାଡି,ଘରେ ଯାଇ ରୋଷେଇ କରିବ

ମୁମ୍ବାଇ,୨୬।୫: ମହାରାଷ୍ଟ୍ର ଭାଜପା ସଭାପତି ଚନ୍ଦ୍ରକାନ୍ତ ପାଟିଲ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ଏନସିପି ଏମ୍‌ପି ସୁପ୍ରିୟା ସୁଲେଙ୍କୁ ରାଜନୀତିରେ ଯୋଗଦେବା...

ପ୍ରଚାର ପାଇଁ ଲୁଚିଥିଲା ସତ

ରାୟପୁର/ନୂଆଦିଲ୍ଲୀ(ଡି.ଏନ୍‌.ଏ.),୫ା୪: ଛତିଶଗଡ଼ର ବସ୍ତର ଅଞ୍ଚଳରେ ମାଓବାଦୀମାନଙ୍କ ଉପସ୍ଥିତି ନେଇ ଗୋଇନ୍ଦା ସୂଚନା ମିଳିବା ପରେ ସୁରକ୍ଷା ବଳ ସେଠାକୁ ଏନ୍‌କାଉଣ୍ଟର କରିବାକୁ ଯାଇଥିଲା। ବିଜାପୁର ଓ...

୨୬ ବର୍ଷରେ ୩୧ ହଜାର ୮୪୫ ହାଜତ ମୃତ୍ୟୁ: ୫ ରାଜ୍ୟରେ ସର୍ବାଧିକ

ନୂଆଦିଲ୍ଲୀ,୧୦।୧୨: ଦେଶରେ ମାନବାଧିକାରକୁ ଅଣଦେଖା କରାଯାଉଛି। ଫଳରେ ୧୯୯୩ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୨୬ ବର୍ଷ ମଧ୍ୟରେ ଦେଶର ବିଭିନ୍ନ ହାଜତରେ ୩୧ ହଜାର ୮୪୫...

Advertisement
Archives

Model This Week