ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଲା ୩ ଜୀବନ

ତାଳଚେର ନି.ପ୍ର./ପବିତ୍ରନଗର,୧୩।୭ (ଡିଏନଏ): ଅନୁଗୋଳ ଜିଲା ସମଲ ଥାନା ବୁରୁକୁନା ପଞ୍ଚାୟତ ନାଇକାନାଳିଠାରେ ଜାତୀୟ ରାଜପଥ ୧୪୯ରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନଯୋଗ୍ୟ, ଖୋର୍ଦ୍ଧାର ଏକ ବିବାହ ଉତ୍ସବରେ ଯୋଗ ଦେଇ ଉକ୍ତ କାରଟି ପାଲଲହଡା ଅଭିମୁଖେ ଯାଉଥିବା ସମୟରେ ନାଇକାନାଳୀଠାରେ ଏକ ଟ୍ରକ ସହ ଧକ୍କା ହୋଇଥିଲା।
ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ତେବେ ଘଟଣାସ୍ଥଳରୁ ଉକ୍ତ ଟ୍ରକଟି ଫେରାର ହୋଇଯାଇଛି। ଖବର ପାଇ ସମଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ଏଥିସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri