Posted inଖେଳ

ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ କ୍ରିକେଟ ଅଭ୍ୟାସ କରିବା ମଧ୍ୟ ଆରମ୍ଭ କରିଦେଇଛନ୍ତି। ନିକଟରେ ସେ ତମାଡସ୍ଥିତ ଦେଓଡି ବନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ହଠାତ୍‌ ଧୋନୀଙ୍କୁ ମନ୍ଦିରରେ ଦେଖି ଲୋକଙ୍କ ଭିଡ ଜମିଥିଲା। ଧୋନୀଙ୍କ ସହ ପ୍ରାଶଂସକମାନେ ସେଲ୍‌ଫି ମଧ୍ୟ ନେଇଥିଲେ। ପୂର୍ବରୁ ଅନେକଥର ସେ ଦେଓଡି ମନ୍ଦିର ନିଜ ହମର ଗାଡିରେ ଆସୁଥିବାବେଳେ ଏଥର ସେ ମର୍ସିଡିଜ୍‌ ଚଲାଇ ମନ୍ଦିରରେ ପହଞ୍ଚିଥିଲେ। ଧୋନୀ ଯେବେ ବି ରାଞ୍ଚିରେ ରୁହନ୍ତି ସେବେ ସେ ଦେଓଡି ମନ୍ଦିର ମଥା ଟେକିବା ପାଇଁ ଆସିଥାନ୍ତି। ସୂଚନାଯୋଗ୍ୟ, ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ନିକଟରେ ତାଙ୍କ ବିସିସିଆଇର ବାର୍ଷିକ ଚୁକ୍ତିରୁ ବାଦ୍‌ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରମେଶ ପାଓ୍ବାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୧୦ା୨ (ପି.ଟି.)-ଫେବୃୟାରୀ ୨୦ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫି ପାଇଁ ଭାରତର ପୂର୍ବତନ ଅଫ୍‌ ସ୍ପିନର ରମେଶ ପାଓ୍ବାରଙ୍କୁ ମୁମ୍ବାଇ କ୍ରିକେଟ...

ଭାରତୀୟ କ୍ରିକେଟ ଖେଳାଳିଙ୍କ ନିକ୍‌ ନେମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ସମସ୍ତଙ୍କ ଭଳି କ୍ରିକେଟ୍‌ ଖେଳାଳିଙ୍କ ମଧ୍ୟ ଡାକ ନାମ(ନିକ୍‌ ନେମ୍‌) ରହିଛି। ପଡିଆରେ ଖେଳାଳିମାନେ ଡାକ ନାମରେ ହିଁ କଥାବାର୍ତ୍ତା ହୋଇଥାନ୍ତି। ଜାଣନ୍ତୁ କେଉଁ ଖେଳାଳିଙ୍କ...

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌...

ରଣଜୀ ଟ୍ରଫିରେ ଓଡ଼ିଶା: ନିରାଶରେ ଶେଷ ହେଲା ସିଜନ

କଟକ ଅଫିସ,୨୪ା୨: ଚଳିତ ରଣଜୀ ଟ୍ରଫି ସିଜନରେ କ୍ୱାର୍ଟର ଫାଇନାଲରୁ ଓଡ଼ିଶାର ଅଭିଯାନ ଶେଷ ହୋଇଛି। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ କ୍ବାର୍ଟର ଫାଇନାଲରେ ପ୍ରଥମ...

୧୩୨ରେ ଅଟକିଲା ନାମ୍ବିଆ

ଦୁବାଇ,୮।୧୧: ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ନାମ୍ବିଆ ବିପକ୍ଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ନାମ୍ବିଆ ବ୍ୟାଟିଂ...

ପଞ୍ଜାବକୁ ଦିଗହରା ହେବାକୁ ଦେଲେନି ଶାହାରୁଖ ଖାନ

ଦୁବାଇ,୨।୧୦: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ହରାଇ ଦେଇଛି। କେକେଆର୍‌ ପକ୍ଷରୁ ଧାର୍ଯ୍ୟ...

ସେଲ୍‌ଫ ଆଇସୋଲେଶନ ନିୟମ ଭଙ୍ଗ କରିବା ଲାଗି କ୍ଷମା ପ୍ରାର୍ଥନା କଲେ ଜୋଭିକ୍‌

ମାଡ୍ରିଡ୍‌, ୨୦।୩(ଏଏଫ୍‌ପି)- ରିୟଲ ମାଡ୍ରିଡ୍‌ ଷ୍ଟ୍ରାଇକର ଲୁକା ଜୋଭିକ୍‌ ସେଲଫ ଆଇସୋଲେଶନ ନିୟମ ଭଙ୍ଗ କରି ସର୍ବିୟା ଯାତ୍ରା କରିଛନ୍ତି। ତାଙ୍କୁ ସ୍ବଦେଶ ଫେରିବା ଲାଗି...

ଡେନମାର୍କ ଓପନରେ ଶ୍ରୀକାନ୍ତଙ୍କ ବିଜୟ ଅଭିଯାନ

ଓଡେନ୍‌ସେ(ଡେନ୍‌ମାର୍କ), ୧୫।୧୦(ପି.ଟି.)- ଦୀର୍ଘ ୭ ମାସର ବ୍ୟବଧାନପରେ ଡେନମାର୍କ ଓପନ ସହ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏଥିରେ ଭାଗ ନେଇଥିବା ଭାରତର କିଡାମ୍ବି...

Advertisement
Archives

Model This Week