ମଲାଇକାଙ୍କ ଭଳି ଡ୍ରେସ୍‌ ପିନ୍ଧି ଟ୍ରୋଲ ହେଲେ ସୋନାକ୍ଷୀ

ବମ୍ବେ: ଆଇଟମ୍‌ ଗର୍ଲ ତଥା ଅଭିନେତ୍ରୀ ମଲାଇକା ଅରୋରାଙ୍କ ଭଳି ପୋଷାକ ପିନ୍ଧିବାକୁ ନେଇ ଟ୍ରୋଲ ହୋଇଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ନିଜର ସୋସିଆଲ ଆକାଉଣ୍ଟରେ ଡିଜାଇନର ମୋହିତ ରାୟଙ୍କ ଦ୍ୱାରା ନିର୍ମିତ ଧଳା ରଙ୍ଗର ଏକ ପୋଷାକକୁ ସୋନାକ୍ଷୀ ଶେୟାର କରିଥିଲେ। ଏଥିରେ ସେ ଖୁବ୍‌ ସୁନ୍ଦର ଲାଗୁଥିଲେ ହେଁ ପୂର୍ବରୁ ମଲାଇକା ଏହି ଡିଜାଇନ୍‌ ପିନ୍ଧି ସାରିଛନ୍ତି। ବୋଗ୍‌ ପୁରସ୍କାର ବିତରଣ ଉତ୍ସବରେ ମଲାଇକା ସମାନ ଡ୍ରେସ୍‌କୁ ପିନ୍ଧି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁଣି ଥରେ ସୋନାକ୍ଷୀ ଏହାକୁ ପିନ୍ଧିବାରୁ ଟ୍ରୋଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

ମୌନି ରୟଙ୍କ ସହ ଛାଡପତ୍ର ଭିତରେ ବିବାହ ଫଟୋ ଡିଲିଟ କଲେ ସ୍ବାମୀ, ଖୁଲାସା କଲେ….

ନୂଆଦିଲ୍ଲୀ,୧୫।୫: ଅଭିନେତ୍ରୀ ମୌନି ରୟ ତାଙ୍କ ସ୍ୱାମୀ ସୂରଜ ନାମ୍ବିଆରଙ୍କଠାରୁ ଅଲଗା ହେଉଥିବା କଥା ନିଶ୍ଚିତ କରିଛନ୍ତି । ଚାରି ବର୍ଷ ବିବାହ ପରେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri