ମଲାଇକା-ଅର୍ଜୁନଙ୍କ ରୋମାଣ୍ଟିକ୍‌: ନ୍ୟୁ ଇୟର ସେଲିବ୍ରେଶନ

ମୁମ୍ବାଇ: ଅର୍ଜୁନ କପୁର-ମଲାଇକା ଅରୋରା ହେଉଛନ୍ତି ବଲିଉଡ୍‌ର ଚର୍ଚ୍ଚିତ କପଲ୍‌ମାନଙ୍କ ମଧ୍ୟରୁ ଅନ୍ୟତମ। ଉଭୟଙ୍କ ରିଲେଶନଶିପ୍‌କୁ ନେଇ ଅନେକ ସମୟରେ ଖବର ଚର୍ଚ୍ଚା ସାଉଁଟିଥାଏ। କିଛିଦିନ ପୂର୍ବେ ଅର୍ଜୁନ ନିଜ ଜନ୍ମଦିନ ଅବସରରେ ମଲାଇକାଙ୍କ ପ୍ରେମ ସମ୍ପର୍କ ଥିବା ନେଇ ସୋସିଆଲ ମିଡିଆରେ ସାର୍ବଜନୀନ କରିଥିଲେ। ଏହାପରେ ଫ୍ୟାନ୍‌ମାନେ ଉଭୟ ଲଭ୍‌-ବାର୍ଡ ବୋଲି ନିଶ୍ଚିତ ହୋଇଯାଇଥିଲେ। ଏବେ ଏହି କପଲ୍‌ ଗୋଆରେ ନିଜ ଆତ୍ମୀୟଙ୍କ ଗହଣରେ ନୂଆବର୍ଷ ସେଲିକବ୍ରେଶନରେ ବ୍ୟସ୍ତ ଅଛନ୍ତି।
ଫିଟ୍‌ନେସ୍‌ ଫ୍ରିକ୍‌ ମଲାଇକା ଅରୋରା ଗୋଆରେ ନିଜ ବୟଫ୍ରେଣ୍ଡ ଅର୍ଜୁନ କପୁରଙ୍କ ସହ ନୂଆବର୍ଷ ଅବସରକୁ ମନଭରି ଉପଭୋଗ କରୁଛନ୍ତି। ଏହି ଅବସରରେ ନିଜର କିଛି ସ୍ବତନ୍ତ୍ର ମୁହୂର୍ତ୍ତକୁ ସେ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରିଛନ୍ତି। ମଲାଇକା ନିଜ ଅଫିସିଆଲ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲ୍‌ରେ ଅର୍ଜୁନଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ଅର୍ଜୁନଙ୍କୁ କିସ୍‌ ଦେଉଥିବା ଦେଖିବାକୁ ମିଳିଛି। ଏହାସହ ସେ କ୍ୟାପ୍‌ଶନରେ ଲେଖିଛନ୍ତି, “ସନ୍‌, ଷ୍ଟାର୍‌, ଲାଇଟ୍‌, ହାପିନେସ୍‌….୨୦୨୦”
ମଲାଇକା-ଅର୍ଜୁନଙ୍କ ଏହି ଫଟୋକୁ ସୋସିଆଲ ମିଡିଆରେ ଅନେକ ରେସ୍‌ପନ୍ସ ମିଳୁଛି। ଫ୍ୟାନ୍‌ ଓ ୟୁଜରମାନେ ସେମାନଙ୍କ ରୋମାଣ୍ଟିକ୍‌ ଅନ୍ଦାଜ୍‌କୁ ପସନ୍ଦ କରୁଛନ୍ତି। ତେବେ ସବୁଠାରୁ ମଜାଦାର କଥା ହେଲା ଏହି ଫଟୋରେ ଅର୍ଜୁନଙ୍କ ଆଣ୍ଟି ତଥା ସଞ୍ଜୟ କପୁରଙ୍କ ପତ୍ନୀ ମାହୀପ କପୁର ମଧ୍ୟ କମେଣ୍ଟ ଦେଇଛନ୍ତି। ଏହାଛଡ଼ା ମଲାଇକା ବନ୍ଧୁ ଓ ଆତ୍ମୀୟଙ୍କ ଗହଣରେ ଥାଇ ଆଉ ଏକ ଫଟୋ ଶେୟାର କରିଛନ୍ତି ଏବଂ ସମସ୍ତଙ୍କୁ “ହାପି ନ୍ୟୁ ଇୟର” ଲେଖି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri