Posted inଖେଳ

ମଲିକଙ୍କ ପଛରେ ଟିମ୍‌ ଇଣ୍ଡିଆ ପ୍ରଶଂସକ

ବଡ଼ଦିନ ଅବସରରେ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ କରିଥିବା ଟୁଇଟ୍‌ ଯୋଗୁ ପୂର୍ବତନ ପାକିସ୍ତାନ ଅଧିନାୟକ ସୋଏବ ମଲିକଙ୍କୁ ସମାଲୋଚିତ ହେବାକୁ ପଡ଼ିଛି। ସେ ଭାରତ ଓ ପାକିସ୍ତାନ ମ୍ୟାଚ୍‌ ବେଳର ଏକ ଫଟୋ ସହ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ, ଯେଉଁଥିରେ ପାକିସ୍ତାନ ଜିତିବା ପରେ ମଲିକ ଖୁସିରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଚିଡ଼ାଉଛନ୍ତି। ଏହାପରେ ଟିମ୍‌ ଇଣ୍ଡିଆର ପ୍ରଶଂସକମାନେ ମଲିକଙ୍କ ପଛରେ ପଡ଼ି ଯାଇଥିଲେ। କିଛି ପ୍ରଶଂସକମାନେ ଭାରତ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ମଲିକ ପ୍ରଥମ ବଲରେ ଆଉଟ୍‌ ହୋଇଥିବାର ଫଟୋ ଟୁଇଟ୍‌ କରିଥିବାବେଳେ ଆଉ କିଛି ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ପରର ଦୃଶ୍ୟ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିଜନ ଶେଷ ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ୟାସ୍‌ ଆଇଲାଣ୍ଡ (ଆବୁଧାବି), ୧୪ା୧୨ (ଏପି)-ରେଡବୁଲ୍‌ ଡ୍ରାଇଭର ମାକ୍ସ ଭର୍ଷ୍ଟାପେନ୍‌ ସିଜନ ଶେଷ ଆବୁଧାବି ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ରବିବାର ରେସ୍‌ରେ ସେ...

ସ୍ବର୍ଣ୍ଣ ବିଜେତା ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ...

ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ: କ୍ୱାର୍ଟର ଫାଇନାଲରେ ସିନ୍ଧୁ

ଟୋକିଓ,୩୦।୭(ପି.ଟି.): ଟୋକିଓ ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟରେ ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଭାରତ ପାଇଁ ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି। ୫ ବର୍ଷ ତଳେ ରିଓ...

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନାଗପୁର,୯।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ ଆଜିଠାରୁ ନାଗପୁରରେ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ...

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

ଟି-୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି

ସିଡନୀ,୨୨।୧୦: ଚଳିତ ଟି-୨୦ ବିଶ୍ୱକପ୍‌ର ସୁପର-୧୨ ରାଉଣ୍ଡ ମ୍ୟାଚ୍‌ ଶନିବାର ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳା ଯାଉଛି। ଅଷ୍ଟ୍ରେଲିଆ...

ବିଦାୟୀ ମ୍ୟାଚ୍‌ରେ ଭାଙ୍ଗିଲେ ରେକର୍ଡ

ଖ୍ରୀଷ୍ଟଚର୍ଚ୍ଚ,୯।୧: ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟର ରସ ଟେଲର ରବିବାର ଶେଷ ଥର ପାଇଁ ଫିଲ୍ଡକୁ ଓହ୍ଲାଇଛନ୍ତି। ଦେଶ ପାଇଁ ସର୍ବାଧିକ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ସେ...

ସେରେନା ଜିତିଲେ, ଭେନସ ହାରିଲେ

ନୁୟର୍କ, ୩।୯(ଏପି)- ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡରେ ସେରେନା ଓ୍ବିଲିୟମ୍ସ ବିଜୟୀ ହୋଇଥିବାବେଳେ ତାଙ୍କ ବଡ଼ ଭଉଣୀ ଭେନସ...

Advertisement
Archives

Model This Week