ମସଲାକୁ କିପରି ରଖିବେ ସତେଜ

ଭାରତୀୟ ଖାଦ୍ୟରେ ମସଲାର ମହତ୍ତ୍ୱ ରହିଛି। ଏକା ସଙ୍ଗେ ସବୁ ମସଲା ଯଦି ଖୋଲା ରହେ ତାହା ଖରାପ୍‌ ହେବାର ଆଶଙ୍କା ରହିଛି। ଏଥିଲାଗି କିଛି ଟିପ୍ସ ଦେଉଛୁ ଯାହା ଦ୍ୱାରା ଆପଣଙ୍କ ମସଲା ରହିବ ଫ୍ରେଶ । ସେ ସମ୍ପର୍କରେ ଟିପ୍ସ…

ମସଲାକୁ କେବଳ ଜାର୍‌ରେ ରଖିଲେ ଭଲ ରହିବ ତାହା ନୁହେଁ। ଡାର୍କ ଜାର୍‌ରେ ମସଲା ରଖିଲେ ତା ଭିତରକୁ ଲାଇଟ୍‌ ଏତେଟା ପ୍ରବେଶ କରିପାରେ ନାହିଁ। ଫଳରେ ଏହା ଏତେଟା ଖରାପ୍‌ ହୋଇ ନ ଥାଏ। ଏହା ବ୍ୟତୀତ ଭ୍ୟାକ୍ୟୁମ୍‌ ସିଲ୍‌ ଥିବା ପ୍ରିଣ୍ଟ ଜାର୍‌ରେ ମସଲା ରଖିବା ଦ୍ୱାରା ମସଲା ସତେଜ ରହିଥାଏ। ମସଲାକୁ ଆଲୋକ ନ ପଡୁଥିବା ସ୍ଥାନରେ ରଖନ୍ତୁ।
ଫ୍ରିଜ୍‌ରେ ଆପଣ ଯେକୌଣସି ଜିନିଷ ରଖୁଛନ୍ତି ତାହା ଖରାପ୍‌ ହୁଏ ନାହିଁ। ଏହାକୁ ଆପଣ କେତେଦିନ ପର୍ଯ୍ୟନ୍ତ ବ୍ୟବହାର କରିପାରନ୍ତି। କିନ୍ତୁ ମସଲାକୁ କେବେ ହେଲେ ଫ୍ରିଜ୍‌ରେ ରଖନ୍ତୁ ନାହିଁ। ମସଲା ଫ୍ରିଜ୍‌ରେ ରଖିବା ଦ୍ୱାରା ଏହାର ଫ୍ଲେଭର ନଷ୍ଟ ହୋଇଯାଏ। ଆପଣ ଏହାକୁ ଏୟାର ଲକ୍‌ କଣ୍ଟେନରରେ ପୂରାଇ ରଖନ୍ତୁ।
ଗୋଟା ମସଲା ଜଲ୍‌ଦି ଖରାପ୍‌ ହୁଏନାହିଁ। ଏଥିପାଇଁ ଗୋଟା ମସଲାକୁ ଭଲ କରି ଷ୍ଟୋର କରି ରଖନ୍ତୁ। ନିଜ ଆବଶ୍ୟକତା ଅନୁସାରେ ଏହାକୁ ଅଳ୍ପ ଅଳ୍ପ ଗ୍ରାଇଣ୍ଡ କରି ରଖନ୍ତୁ।
ଆର୍ଦ୍ର ତାପମାତ୍ରାରେ ମସଲା ଖରାପ୍‌ ହେବାର ଆଶଙ୍କା ଅଧିକ। ଏଥିପାଇଁ ମସଲାକୁ ରଖିବା ସ୍ଥାନ ଯେପରି ଶୁଖିଲା ରହିବ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଯଦି ଏହା ଓଦାଳିଆ ସ୍ଥାନରେ ରଖୁଛନ୍ତି ଏହା ଜଲ୍‌ଦି ନଷ୍ଟ ହୋଇଯିବ।
ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଆପଣ ମସଲାକୁ ବ୍ୟବହାର କରିଥାନ୍ତି। ମସଲାରେ ଓଦା ଚାମଚ୍‌ ବ୍ୟବହାର କରନ୍ତୁ ନାହିଁ। ଯଦି ମସଲା ଓଦାଳିଆ ଲାଗୁଛି ତେବେ ଏହାକୁ ଖରାରେ ସିଧାସଳଖ ନ ଶୁଖାଇ ତା’ଉପରେ ଏକ କପଡା ପକାଇ ଶୁଖାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri