ମସଲା କୋଲ୍ଡଡ୍ରିଙ୍କ୍‌ସ

ଆବଶ୍ୟକ ସାମଗ୍ରୀ – କୋକ୍‌ ୨ ଗ୍ଲାସ୍‌, ଚାହାଗୁଣ୍ଡ ୧ ଚାମଚ, ଚାଟ୍‌ ମସଲା ୧ ଚାମଚ, ଅଳ୍ପ ପରିମାଣରେ ପୋଦିନା, ଲେମ୍ବୁ ୨ ଖଣ୍ଡ, ଭଜା ହୋଇଥିବା ଜିରା ୧ ଚତୁର୍ଥାଂଶ, ଲେମ୍ବୁରସ ଅଧା ଚାମଚ, ଏକ ପାତ୍ର ଆଇସ୍‌ କ୍ୟୁବ୍‌, ସ୍ବାଦ ଅନୁସାରେ ବିଟ୍‌ ଲୁଣ।
ପ୍ରସ୍ତୁତି ପ୍ରଣାଳୀ – ମସଲା କୋଲ୍ଡଡ୍ରିଙ୍କ୍‌ସ ପ୍ରସ୍ତୁତ କରିବାକୁ ହେଲେ ପ୍ରଥମେ ପୋଦିନାପତ୍ରକୁ ଅଧା ଗ୍ରାଇଣ୍ଡିଂ କରନ୍ତୁ। ଲେମ୍ବୁ ଖଣ୍ଡକୁ ଛୋଟ ଛୋଟ ଆକାରରେ କାଟି ଦିଅନ୍ତୁ। ଏବେ ଏକ ପାତ୍ରରେ ଦୁଇ ଗ୍ଲାସ୍‌ ପାଣି ଗରମ କରନ୍ତୁ। ପାଣି ଗରମ ହୋଇଗଲେ ଗ୍ୟାସ୍‌ ବନ୍ଦକରି ଏଥିରେ ଚାହାଗୁଣ୍ଡ ପକାନ୍ତୁ। ୧୫ ମିନିଟ୍‌ ପରେ ଚା’ଗୁଣ୍ଡକୁ ଛାଣି ଦିଅନ୍ତୁ। ଏବେ ସେଥିରେ ଲେମ୍ବୁରସ, ଚାଟ୍‌ ମସଲା, ଜିରା ପାଉଡର, ଅଳ୍ପ ପୋଦିନା, ଆଇସ୍‌ କ୍ୟୁବ୍‌ ଏବଂ ସ୍ବାଦ ଅନୁସାରେ ଲୁଣ ମିଶାନ୍ତୁ। ଏବେ ଏହାକୁ ଗ୍ରାଇଣ୍ଡରରେ ହାଲ୍‌କା ଭାବେ ଗ୍ରାଇଣ୍ଡିଂ କରନ୍ତୁ। ଏବେ ଦୁଇଟି ଗ୍ଲାସ୍‌ ନିଅନ୍ତୁ। ଗୋଟିଏ ଗ୍ଲାସ୍‌ରେ ଲେମ୍ବୁ ଖଣ୍ଡ, କିଛି ପୋଦିନାପତ୍ର ଏବଂ ପୂର୍ବରୁ ପ୍ରସ୍ତୁତ ହୋଇଥିବା ଚା’ପାଣିକୁ ପକାନ୍ତୁ। ଏବେ ଏଥିରେ ସ୍ବାଦ ଅନୁସାରେ କୋକ୍‌ ମିଶାନ୍ତୁ। ଏଥିରେ ଲେମ୍ବୁ ଖଣ୍ଡ, ପୋଦିନାପତ୍ର, ଆଇସ୍‌ କ୍ୟୁବ୍‌ ପକାଇ ପରଷନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri