Posted inଜାତୀୟ

ମସୁରୀରେ ମର୍ମନ୍ତୁଦ ଦୁର୍ଘଟଣା: ଖାଲରେ କାର ପଡ଼ି ଗଲା ୪ଜୀବନ

ଡେରାଡୁନ,୮।୬: ମସୁରୀରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ ସମେତ ୪ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, କିଛି ଯାତ୍ରୀ ମୁରାଦାବାଦରୁ କେମ୍ପଟୀ ଯାଉଥିବା ବେଳେ କାରଟି ଭାରସାମ୍ୟ ହରାଇ ଖାଲ ତଳକୁ ଖସିପଡ଼ିଥିଲା। କାରରେ ୪ଜଣ ବୟସ୍କ ଓ ୪ଜଣ ଛୁଆ ଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୩ଜଣ ଛୁଆଙ୍କୁ ଉଦ୍ଧାର କରିବା ସହ ମସୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ କାରରେ ଡ୍ରାଇଭର ସହ ଅନ୍ୟ ଲୋକ ଏବେ ବି ଫଶି ରହିଛନ୍ତି। କଟର ସାହାଯ୍ୟରେ କାରକୁ କଟାଯାଇ ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ପରାଜୟକୁ ସ୍ବୀକାର କଲା ଭାଜପା, ବୋମ୍ମାଇ କହିଲେ ଆମେ ପୁଣି ଫେରିବୁ

ବେଙ୍ଗାଲୁରୁ,୧୩।୫:କର୍ନାଟକରେ କଂଗ୍ରେସ ଜିତିବା ପରେ ଭାଜପା ନେତା ତଥା ମୁଖ୍ୟମନ୍ତ୍ରୀ ବାସବାରାଜ ବୋମ୍ମାଇ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି। ବୋମ୍ମାଇ କହିଛନ୍ତି, ଆସନ୍ତା ନିର୍ବାଚନରେ ଆମେ...

ଓଡ଼ିଆ ପୁଅ ବିନୟ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ

ନୂଆଦିଲ୍ଲୀ,୨୦ା୭: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ନିଯୁକ୍ତ ହୋଇଛନ୍ତି। ଏ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ପୋଲିସକର୍ମୀଙ୍କ ଜୀବନ

ହାଇଦ୍ରାବାଦ,୨୪।୭: ଆନ୍ଧ୍ରପ୍ରଦେଶର ଚିତ୍ତୋର ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନିଜଣ ବେଙ୍ଗାଲୁରୁ ପୋଲିସ ମୃତ୍ୟୁବରଣ କରିଥିବା ବେଳେ ୪...

ଜୁଲାଇ ୧୯ ପର୍ଯ୍ୟନ୍ତ ବଢିଲା ଲକଡାଉନ୍‌

ଚେନ୍ନାଇ,୧୦ ।୭: ତାମିଳନାଡୁରେ କରୋନା ଗ୍ରାଫ୍ ତଳମୁହାଁ ହୋଇଥିଲେ ବି ରାଜ୍ୟ ସରକାର ଏତେଶୀଘ୍ର ନିୟମ କୋହଳ କରିବା ମୁଡରେ ନାହାଁନ୍ତି । ଏମ୍ କେ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍‌ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…

ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ...

ଦୁଇ ଲୁଟେରାଙ୍କ ସହ ଲଢ଼ି ଜିତିଲେ ଏହି ଯୁବତୀ, ପୁରସ୍କାର ରାଶି ଘୋଷଣା କଲା ପୋଲିସ

ଚଣ୍ଡିଗଡ଼,୨ା୯: ଜଳନ୍ଧରର ଡେପୁଟି କମିଶନର ଘନଶ୍ୟାମ ଥୋରୀ ଜଣେ ଯୁବତୀଙ୍କୁ ୫୧,୦୦୦ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ...

ପୁଣି ସହାୟତାର ହାତ ବଢାଇଲେ ସୁଷମା

ନୂଆଦିଲ୍ଲୀ,୨୭।୪: ସୁଦୂର କାନାଡାରେ ଜଣେ ଯୁବ ଇଞ୍ଜିନିୟର ଓ ତାଙ୍କ ପୁଅ ସୁଇମିଂ ପୁଲରେ ବୁଡି ଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ ବୈଦେଶିକ...

ସକ୍ରିୟ ମାମଲା ୨୪ ହଜାର ତଳେ…

ନୂଆଦିଲ୍ଲୀ, ୨୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

Advertisement
Archives

Model This Week