Posted inଜାତୀୟ

ମସୁରୀରେ ମର୍ମନ୍ତୁଦ ଦୁର୍ଘଟଣା: ଖାଲରେ କାର ପଡ଼ି ଗଲା ୪ଜୀବନ

ଡେରାଡୁନ,୮।୬: ମସୁରୀରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ ସମେତ ୪ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, କିଛି ଯାତ୍ରୀ ମୁରାଦାବାଦରୁ କେମ୍ପଟୀ ଯାଉଥିବା ବେଳେ କାରଟି ଭାରସାମ୍ୟ ହରାଇ ଖାଲ ତଳକୁ ଖସିପଡ଼ିଥିଲା। କାରରେ ୪ଜଣ ବୟସ୍କ ଓ ୪ଜଣ ଛୁଆ ଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୩ଜଣ ଛୁଆଙ୍କୁ ଉଦ୍ଧାର କରିବା ସହ ମସୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ କାରରେ ଡ୍ରାଇଭର ସହ ଅନ୍ୟ ଲୋକ ଏବେ ବି ଫଶି ରହିଛନ୍ତି। କଟର ସାହାଯ୍ୟରେ କାରକୁ କଟାଯାଇ ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ପୁରସ୍କାର ପାଇଁ ୧୧ଥର ଆବେଦନ କରିଥିଲେ ନେହେରୁ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପୁଣ୍ୟ ତିଥି ସୋମବାର ପାଳିତ ହୋଇଛି। ପୃଥିବୀର ସର୍ବଶ୍ରେଷ୍ଠ ପୁରସ୍କାର ନୋବେଲ ପାଇଁ ନେହେରୁ ୧୧ଥର ଆବେଦନ...

ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ

ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ...

ମୋଦିଙ୍କୁ ପତ୍ର ଲେଖିଲେ ସୁବ୍ରମଣ୍ୟନ: ରାମ ମନ୍ଦିର ପାଇଁ ଅଯୋଧ୍ୟା ଜମି ଦିଆଯାଉ

ନୂଆଦିଲ୍ଲୀ,୩ା୬(ପି.ଟି.): ରାମ ମନ୍ଦିର ନିର୍ମାଣ ଲାଗି ଅଯୋଧ୍ୟାରେ ଜମି ଯୋଗାଇ ଦେବା ସହ ରାମ ସେତୁକୁ ଜାତୀୟ ଐତିହ୍ୟ ସ୍ମାରକୀ ଭାବେ ଘୋଷଣା କରିବା ଲାଗି...

ଧର୍ମାନ୍ତରଣ ରୋକିବା ପାଇଁ ମୋଦି ସରକାର ଆଣିବେ ଆଇନ: ସଂସଦର ଆସନ୍ତା ଅଧିବେଶନରେ ହୋଇପାରେ ଆଗତ

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦର ଆସନ୍ତା ଅଧିବେଶନରେ ଧର୍ମାନ୍ତରଣ ରୋକିବା ପାଇଁ ଆଇନ ଆଣିବାର ସମ୍ଭାବନା ରହିଛି। କେରଳ ଏବଂ ଉତ୍ତର-ପୂର୍ବ ରାଜ୍ୟରେ...

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୪।୬: ମେ ୨୭ରେ ଅନୁଷ୍ଠିତ ହୋଇଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ୩୬୦ରୁ ୩୩୭...

‘ପିଓକେ’ରେ ସେନାର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୪ା୮(ପି.ଟି.): ଭାରୀତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ପାଖାପାଖି ୩୦ କିମି ଭିତରେ ପ୍ରବେଶ କରି ଆତଙ୍କବାଦୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି। ସେନାର ଏହି...

ଜେଡିୟୁ ନେତାଙ୍କୁ ଗୁଳିକରି ହତ୍ୟା

ମାଧେପୁରା, ୧୩।୮: ବିହାର ମାଧେପୁରା ଜିଲାର ଜଣେ ୫୦ ବର୍ଷୀୟ ଜେଡିୟୁ ନେତାଙ୍କୁ ମଙ୍ଗଳବାର ରାତିରେ ଗୁଳି କରି ହତ୍ୟା କରାଯାଇଥିବା ପୋଲିସ କହିଛି। ଜେଡିୟୁର...

Coronavirus Update

Archives

Model This Week

Why Dharitri