ମସ୍କୋ ଥର୍ମାଲ ପାଓ୍ବାର ଷ୍ଟେଶନରେ ଭୟାବହ ଅଗ୍ନିକାଣ୍ଡ: ୫୦ ମିଟର ଉଚ୍ଚକୁ ଉଠିଲା ନିଆଁ

ମସ୍କୋ,୧୧।୭: ରୁଷ ରାଜଧାନୀ ମସ୍କୋର ମିଟିଶ୍ଚି ନିକଟରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଏହି ନିଆଁ ଏତେ ଭୟଙ୍କର ଥିଲା ଯେ, ୫୦ ମିଟର ଉଚ୍ଚ ଉପରକୁ ଏହାର ଧଁାସ ଉଠିଥିଲା। ଏହି ଦୁର୍ଘଟଣାରେ ୮ଜଣ ଆହତ ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚିଛି। ତେବେ ଅଗ୍ନିକାଣ୍ଡର କାରଣ ଏବେ ବି ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଜଣାଶୁଣା ବିଚାରପତି ରୁଥ ବେଡରଙ୍କ ପରଲୋକ

ୱାଶିଂଟନ,୧୯ ।୯: ଆମେରିକା ସୁପ୍ରିମକୋର୍ଟର ବିଚାରପତି ଥିବା ଜଷ୍ଟିସ ରୁଥ ବେଡର ଗିନସ୍‌ବର୍ଗଙ୍କର ଶୁକ୍ରବାର ୮୭ ବର୍ଷ ବୟସରେ ୱାଶିଂଟନରେ ଥିବା ତାଙ୍କ ଘରେ ପରଲୋକ...

ଜାହାଜରେ ଫସିଲେ ସୋନାଲୀ: ଭାରତ ସରକାରଙ୍କୁ ସାହାଯ୍ୟ ଲୋଡିଲେ

ଟୋକିଓ,୧୪।୨: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନାଭାଇରସ୍‌ ଏବେ ପୂରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହି ଭୂତାଣୁରେ ସଂକ୍ରମିତ ହୋଇ ଏଯାଏଁ ଚାଇନାରେ ୧୪୮୦ ଜଣଙ୍କ...

ଭାରତ ସହ ଯୁଦ୍ଧ ହେଲେ ହାରିବ ପାକିସ୍ତାନ: ଇମ୍ରାନ୍‌

ଇସ୍‌ଲାମାବାଦ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରଠାରୁ ପାକିସ୍ତାନ ଏକ ପ୍ରକାର କାନ୍ଦିବାରେ ଲାଗିଛି। ଏହାକୁ ନେଇ ସେ ବିଶ୍ୱ ଦରବାରରେ ନିନ୍ଦାର ପାତ୍ର...

ଅନୁଚ୍ଛେଦ ୩୭୦ ହଟିବା ପରେ ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୬।୮: ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ହଟାଇବା ପରେ ଏହାକୁ ନେଇ ଏବେ ଚିନ୍ତାରେ ପଡିଯାଇଛି ପାକିସ୍ତାନ। କାରଣ ଅନୁଚ୍ଛେଦ ୩୭୦ ଆତଙ୍କବାଦ...

କରୋନା ଆକ୍ରାନ୍ତଙ୍କ ଆଶା ଟିଇଜି

କଲରାଡୋ: ଥ୍ରୋମ୍ବୋଇଲାଷ୍ଟୋଗ୍ରାଫି (ଟିଇଜି) ପରୀକ୍ଷା ଗୁରୁତର କରୋନା ଆକ୍ରାନ୍ତ ରୋଗୀଙ୍କୁ ସୁରକ୍ଷା ଦେବ। ଏହା ହୃଦ୍‌ଘାତ ଏବଂ କିଡ୍‌ନୀ ଫେଲ୍‌ ଭଳି ଜଟିଳ ବ୍ୟାଧି ଆଶଙ୍କାକୁ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ୨୩ ମାମଲା ଦାଏର କଲା ପାକିସ୍ତାନ

ଇସଲାମାବାଦ୍‌,୪।୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ପାକିସ୍ତାନ ସରକାର ୨୩ଟି ମାମଲା ଦାଏର କରିଛନ୍ତି। ଏସବୁ...

ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ

ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କ...

ସାମ୍ନାକୁ ଆସିଲା ଦୁର୍ଘଟଣାଗ୍ରସ୍ତ ୟୁକ୍ରେନ୍‌ ବିମାନର ଭିଡିଓ

କିଏଭ୍‌,୧୦।୧: ଇରାନର ରାଜଧାନୀ ତେହେରାନ ବିମାନ ବନ୍ଦର ନିକଟରେ ବୁଧବାର ୟୁକ୍ରେନର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏବେ ଏହି ଦୁର୍ଘଟଣାର ଏକ ଭିଡିଓ...

Coronavirus Update


Archives

Model This Week

Why Dharitri