ମସ୍ତିଷ୍କ କାର୍ଯ୍ୟଦକ୍ଷତା ଓ ପ୍ରୋଟିନ୍‌

ମସ୍ତିଷ୍କର କାର୍ଯ୍ୟଦକ୍ଷତାକୁ ଆହୁରି ସକ୍ରିୟ କରିବା ପଛରେ ଏକ ପ୍ରୋଟିନ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଉକ୍ତ ପ୍ରୋଟିନଟି ହେଲା ‘ବିଡିଏନ୍‌ଏଫ୍‌। ମସ୍ତିଷ୍କର କାର୍ଯ୍ୟଦକ୍ଷତା ଉପରେ ଗବେଷଣା କରିବା ସମୟରେ ଆମେରିକୀୟ ସ୍ନାୟୁଶଲ୍ୟ ବିଶେଷଜ୍ଞମାନେ ଏକଥା ଜାଣିପାରିଛନ୍ତି। ସେମାନେ ମସ୍ତିଷ୍କ ଭିତରେ ଥିବା କୋଷଗୁଡିକୁ ତନ୍ନ ତନ୍ନ କରି ପରୀକ୍ଷା ନିରୀକ୍ଷା କରିଥିଲେ। ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ‘ବିଡିଏନ୍‌ଏଫ୍‌’ ପ୍ରୋଟିନ୍‌ରୁ କ୍ଷରଣ ହେଉଥିବା ନ୍ୟୁରୋଟ୍ରାନ୍ସମିଟର ମସ୍ତିଷ୍କରେ ଥିବା କୋଷଗୁଡ଼ିକୁ ଆହୁରି ସକ୍ରିୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡିପ୍‌ଥେରିଆ: କାରଣ, ପ୍ରତିକାର

ଏବେ ଶିଶୁମାନଙ୍କର ଏକ ବିରଳ ରୋଗ ହେଲା ‘ଡିପ୍‌ଥେରିଆ’ ବା କଣ୍ଠ ଆଳତି। ସାର୍ବଜନୀନ ଟିକା ପ୍ରଦାନ ଦ୍ୱାରା ଏହା ବହୁମାତ୍ରାରେ କମିଯାଇଛି। ସମଗ୍ର ଦେଶରେ...

ବିଶାଳ ସୌର ଶିଖା ଓ ଚମତ୍କାର ମେରୁ ଆଲୋକ

ଏହି ବର୍ଷ ମେ ମାସ ଦ୍ୱିତୀୟ ସପ୍ତାହରେ ମହାକାଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଥିଲା। ଏହା ଥିଲା ବିଶାଳ ସୌର ଶିଖା ଏବଂ ଚମତ୍କାର...

୧୦୦ ବର୍ଷ ପରେ ଅଦ୍ଭୁତ ସଂଯୋଗ: ୩ ରାଶିର ବ୍ୟକ୍ତି ହେବେ ମାଲାମାଲ

ବିଶ୍ୱାସ କରାଯାଏ ଯେ, ମାତା ଗଙ୍ଗା ଜ୍ୟେଷ୍ଠ ଶୁକ୍ଲ ପକ୍ଷର ଦଶମୀ ତିଥିରେ ପୃଥିବୀକୁ ଅପତରଣ କରିଥିଲେ। ତେଣୁ ଏହି ଦିନ ଗଙ୍ଗା ଦଶହରା ବା...

ଟାଇଲ୍ସ ସଫା କରିବେ କିପରି

ଘର ହେଉ କି ବାଥ୍‌ରୁମ୍‌ର ଚଟାଣକୁ ଆକର୍ଷଣୀୟ କରିବା ପାଇଁ ଆଜିକାଲି ଟାଇଲ୍ସ ବ୍ୟବହାର କରାଯାଉଛି। ତେବେ ଏହାକୁ କିପରି ସଫାକରିବେ କେତୋଟି ଟିପ୍ସ… ଭିନେଗାର...

ଜମିଲାଣି ରଜ ଉତ୍ସାହ

ପାଖେଇ ଆସୁଛି ରଜ। ପିଠାପଣାରେ ମହକିବ ଗାଁଠୁ ସହର। ଝିଅ, ବୋହୂମାନେ ନୂଆ ନୂଆ ପୋଷାକ ପିନ୍ଧି ହାତରେ ମେହେନ୍ଦି, ଗୋଡ଼ରେ ଅଳତା ଲଗାଇ ସଜେଇ...

ଷ୍ଟ୍ରୋକ୍‌ ଆଶଙ୍କା ଦୂର କରେ ମହୁ

ମହୁର ସ୍ବାଦ କାହାକୁ ବା ଭଲ ନ ଲାଗେ। ପିଲାଠୁ ବୁଢ଼ା ସମସ୍ତଙ୍କର ଏହା ପ୍ରିୟ। ଏହାର ସ୍ବାଦ ଯେମିତି, ଗୁଣ ବି ସେମିତି। ଏହାର...

ଶୀତଳତାର ପାରମ୍ପରିକ ଉପାୟ

ରୁତୁଚକ୍ରର ପଟ ପରିବର୍ତ୍ତନରେ ଗ୍ରୀଷ୍ମ ରୁତୁ ଆମ ପୁରପଲ୍ଲୀରେ ଏକ ଅନନ୍ୟ ଆଗମନୀ। ଧୂସର ଧରଣୀ, ଥୁଣ୍ଟା ବରଗଛ, ମଧ୍ୟାହ୍ନର ଅହେତୁକ ନୀରବତା, ଝିଙ୍କାରୀ କଣ୍ଠର...

ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍‌ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri