Posted inଜାତୀୟ

ମସ୍ତିଷ୍କ ଜ୍ୱରକୁ ନେଇ ଝାଡ଼ଖଣ୍ଡରେ ହାଇ ଆଲର୍ଟ ଜାରି

ରାଞ୍ଚି,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱର ମହାମାରୀର ରୂପ ନେଲାଣି। ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କର ମସ୍ତିଷ୍କ ଜ୍ୱର ଯୋଗୁ ମୃତ୍ୟୁ ହୋଇସାରିଲାଣି। ତେବେ ଏହି ଭୟଙ୍କର ଜ୍ୱରକୁ ଦେଖି ପଡୋଶୀ ରାଜ୍ୟ ଝାଡ଼ଖଣ୍ଡରେ ମଧ୍ୟ ସରକାରଙ୍କ ତରଫରୁ ହାଇ ଆଲର୍ଟ ଜାରି କରାଯାଇଛି। ଏଠାକାର ସମସ୍ତ ହସ୍ପିଟାଲ ଓ ମେଡିକାଲ କଲେଜରେ ହାଇ ଆଲର୍ଟ ଜାରି କରାଯାଇଛି। ଏବେ ଏହି ଆକ୍ୟୁଟ ଇନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମସ୍‌(ଏଇଏସ୍‌)ଦିନକୁ ଦିନ ବ୍ୟାପୁଥିବାରୁ ଏହାର କାରଣ ଖୋଜା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନ ଛାତ ଭୁଷୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି

ଗାଜିଆବାଦ୍‌,୩।୧: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ଶ୍ମଶାନ ଛାତ ଭୁଷୁଡ଼ି ପଡିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୯ ଜଣଙ୍କର...

ଜ୍ଞାନବ୍ୟାପି ମାମଲାର ଶୁଣାଣି ଶୁକ୍ରବାର, ନିମ୍ନ ଅଦାଲତଙ୍କ ପ୍ରକ୍ରିୟା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ/ବାରାଣସୀ, ୧୯।୫ : ବାରାଣସୀର କାଶୀ ବିଶ୍ୱନାଥ ମନ୍ଦିର କମ୍ପ୍ଲେକ୍ସରେ ଅବସ୍ଥିତ ଜ୍ଞାନବ୍ୟାପି ମସଜିଦରେ ଶିବଲିଙ୍ଗଙ୍କ ଦାବିକୁ ନେଇ ବିବାଦ ଜାରି ରହିଛି। ଅପରପକ୍ଷରେ ଜ୍ଞାନବ୍ୟାପି...

ଗାନ୍ଧୀନଗରରେ ଅମିତ ଶାହ ଆଗୁଆ

ନୂଆଦିଲ୍ଲୀ,୨୩।୫: ଗାନ୍ଧୀନଗର ଲୋକ ସଭା ଆସନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଗୁଆ ରହିଛନ୍ତି। ସକାଳ ୯ଟା ୪୫ ସୁଦ୍ଧା ଅମିତ ୬୫ ହଜାର...

ଶାହଙ୍କ ବିଧାନସଭା ମିଶନ: ହରିୟାଣା, ମହାରାଷ୍ଟ୍ର ଓ ଝାଡଖଣ୍ଡ ନେତାଙ୍କ ସହ ଆଲୋଚନା

ନୂଆଦିଲ୍ଲୀ, ୯।୬: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ଏବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବିଧାନସଭା ମିଶନ ଯୋଜନା ପ୍ରସ୍ତୁତ କରିଛନ୍ତି। ଚଳିତ...

ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡ ଅଧ୍ୟକ୍ଷ ଦାୟିତ୍ୱ ନେଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୨୩ା୫(ପି.ଟି.): କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଜାପାନର ଡ....

କଂଗ୍ରେସକୁ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୫ା୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବେଲାରୀରେ ଭାଜପାର ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ବଜରଙ୍ଗ ଦଳ ଉପରେ...

ସିନ୍ଧେଙ୍କୁ ସମର୍ଥନ କରୁଥିବା ବିଧାୟକଙ୍କୁ କେନ୍ଦ୍ର ସରକାରଙ୍କ ସୁରକ୍ଷା, ଘର ବାହାରେ ସିଆର୍‌ପିଏଫ୍‌ ଯବାନ…

ମୁମ୍ବାଇ, ୨୬।୬ : ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ବର୍ତ୍ତମାନ କେନ୍ଦ୍ର ସରକାର ଏକନାଥ ସିନ୍ଧେଙ୍କୁ ସମର୍ଥନ କରୁଥିବା ୧୬ ଜଣ ବିଧାୟକଙ୍କୁ ସୁରକ୍ଷା...

ସେଓ ବଗିଚାରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୫।୯: ଦକ୍ଷିଣ କଶ୍ମୀରରେ ଥିବା ‘ଗୋଲ୍ଡେନ’ ଭେରାଇଟିର ସେଓ ବଗିଚାରେ ନିଆଁ ଲଗାଇ ଦେଇଛନ୍ତି ଆତଙ୍କବାଦୀ। କଶ୍ମିରୀବାସୀଙ୍କ ଅର୍ଥନୀତିକ ମେରୁଦଣ୍ଡ ଭାଙ୍ଗିବାକୁ ଆତଙ୍କବାଦୀମାନେ ଏଭଳି କାମ...

Advertisement
Archives

Model This Week