Posted inଜାତୀୟ

ମସ୍ତିଷ୍କ ଜ୍ୱର ଆତଙ୍କ ୧୩୦ ଶିଶୁଙ୍କ ଗଲାଣି ଜୀବନ

ପାଟନା,୧୯।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୭୫ ନୂଆ ଶିଶୁ ଏହି ରୋଗରେ ପୀଡିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୩୦୦ରୁ ଊର୍ଦ୍ଧ୍ୱ ଶିଶୁ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ରୋଗକୁ ଏଡାଇବା ପାଇଁ କେନ୍ଦ୍ରୀୟ ଦଳ ସବୁ ପ୍ରକାର ଚେଷ୍ଟା ଜାରି ରଖିଛି ବୋଲି ହର୍ଷବର୍ଦ୍ଧନ କହିଛନ୍ତି। ସରକାରୀ ସ୍ତରରେ ମୃତ୍ୟୁସଂଖ୍ୟା ୧୧୨ କୁହାଯାଉଛି। କିନ୍ତୁ ବେସରକାରୀ ସ୍ତରରେ ଏହା ୧୩୦ ବୋଲି ଜଣାପଡିଛି। ଆଉ କେତେଜଣ ଶିଶୁ ଗାଁରେ ପ୍ରାଣ ହରାଇବା ପରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri