Posted inଜାତୀୟ

‘ମସ୍‌ଜିଦ ପାଇଁ ବି ଟ୍ରଷ୍ଟ ଗଠନ କରୁ କେନ୍ଦ୍ର’

ଲକ୍ଷ୍ନୌ,୨୦ା୨(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ ଗଠନ କରିଛନ୍ତି। ସେହିପରି ମସ୍‌ଜିଦ ଲାଗି ମଧ୍ୟ ଏକ ଟ୍ରଷ୍ଟ ଗଠନ କରନ୍ତୁ। ମସ୍‌ଜିଦ ନିର୍ମାଣ ପାଇଁ ପାଣ୍ଠି ମଧ୍ୟ ଯୋଗାଇ ଦିଅନ୍ତୁ ବୋଲି ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଦାବି କରିଛନ୍ତି। ଲକ୍ଷ୍ନୌରେ ଏନ୍‌ସିପିର ରାଜ୍ୟସ୍ତରୀୟ ସମ୍ମିଳନୀକୁ ସମ୍ବୋଧିତ କରି ପାଓ୍ବାର ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ଏହି ଦଳ ଧର୍ମ ଆଧାରରେ ଲୋକଙ୍କୁ ବିଭାଜନ କରୁଛି। ଯଦି ସରକାର ମନ୍ଦିର ପାଇଁ ଟ୍ରଷ୍ଟ ଗଠନ କରିପାରିଲେ ତେବେ ମସ୍‌ଜିଦ ଲାଗି ପାଣ୍ଠି ଯୋଗାଇ ଆଉ ଏକ ଟ୍ରଷ୍ଟ କାହିଁକି ଗଠନ କରିପାରିବେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକ୍‌ରେଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ନବନୀତ

ମୁମ୍ବାଇ,୧୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ବାସଭବନ ମାତୋଶ୍ରୀ ଆଗରେ ହନୁମାନ ଚାଳିଶା ପାଠ ବିବାଦ ଥମିବାର ନାଁ ନେଉନାହିଁ। ଏହି ଘଟଣାରେ ଜେଲ୍‌ ଯାଇ...

ହିମାଚଳ ପ୍ରଦେଶ ବସ୍‌ ଦୁର୍ଘଟଣା: ୪୦ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ଶିମଲା, ୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିଛି। ଏପର୍ଯ୍ୟନ୍ତ ୪୦ଜଣଙ୍କ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ...

ଅନ୍‌ଲାଇନ ଗେମ୍‌ ନିୟନ୍ତ୍ରଣ ପାଇଁ ଆସିବ କଠୋର ଆଇନ

ଭୋପାଳ,୧୩।୧: ଅନ୍‌ଲାଇନ ଗେମ୍‌ ପିଲାଙ୍କ ଜୀବନ ନେଉଥିବା ବେଳେ ଏହା ମା’ବାପାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ମଧ୍ୟପ୍ରଦେଶ ସରକାର...

ରିସାଟ୍‌-୨ବିଆର୍‌-୧ର ସଫଳ ଉତ୍‌କ୍ଷେପଣ କଲା ଇସ୍ରୋ: ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୧୧।୧୨: ଭାରତୀୟ ମହାକାଶ କେନ୍ଦ୍ର ଇସ୍ରୋ ପକ୍ଷରୁ ସଫଳତାର ସହିତ ରିସାଟ୍‌-୨ବିଆର୍‌-୧ର ଉତ୍‌କ୍ଷେପଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ମହାକାଶ କେନ୍ଦ୍ରରୁ ବୁଧବାର ଅପରାହ୍ନ ୩ଟା ୨୫ରେ...

ଫେଲ ମାରିଲା କଂଗ୍ରେସର ସମସ୍ତ ଯୋଜନା

ନୂଆଦିଲ୍ଲୀ,୨୬ ।୪: ପ୍ରତିଥର ପରାଜୟର ମୁହଁ ଦେଖି ଦେଖି ଏଥର କଂଗ୍ରେସ ଟାର୍ଗେଟରେ ୨୦୨୪ ନିର୍ବାଚନ । ଏଥିପାଇଁ ଦଳ ପକ୍ଷରୁ ଅନେକ ପ୍ରକାର ପରିବର୍ତ୍ତନର...

ଖୁସି ଖବର: କରୋନା ଯୁଦ୍ଧରେ ବିଜୟୀ ହେଲେ ୯ ମାସର ଶିଶୁ

ଡେରାଡୁନ,୨୩।୪: ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୯ ମାସର କରୋନା ସଂକ୍ରମିତ ଶିଶୁ ମାତ୍ର ୬ ଦିନରେ ସୁସ୍ଥ ହେବା ଘଟଣା ଏବେ...

ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ...

ଭାରତର ଆଭିମୁଖ୍ୟ ଗ୍ରହଣ କରିଛି କ୍ୱାଡ୍‌

ନୂଆଦିଲ୍ଲୀ, ୨୨ା୩: ୟୁକ୍ରେନ୍‌-ରୁଷିଆ ପ୍ରସଙ୍ଗରେ ଭାରତର ନିରପେକ୍ଷ ଆଭିମୁଖ୍ୟକୁ କ୍ୱାଡ୍‌ ଦେଶ ଗ୍ରହଣ କରିଛନ୍ତି ବୋଲି ଅଷ୍ଟ୍ରେଲିଆ କହିଛି। ୟୁକ୍ରେନ୍‌ରେ ଯୁଦ୍ଧ ରୋକିବା ପାଇଁ ଭାରତର...

Advertisement
Archives

Model This Week