ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ ଏକ ମହଙ୍ଗା ଗାଡି କିଣିଛନ୍ତି। ନିକଟରେ ସେ ମୁମ୍ବାଇ ଆରଟିଓରେ ନିଜ ନାଁରେ ଗାଡିର ପଞ୍ଜିକରଣ କରାଇଛନ୍ତି। ଦୀପିକା ଏକ ମର୍ସିଡିଜ-ମାୟାବାକ ଜିଏଲ୍ଏସ୍୫୦୦ ୪ମେଟିକ ଏସ୍ୟୁଭି କିଣିଛନ୍ତି, ଯାହାର ମୂଲ୍ୟ ୨.୮ କୋଟି ଟଙ୍କା। ଏହାପୂର୍ବରୁ ତାଙ୍କ ସ୍ବାମୀ ତଥା ଅଭିନେତା ରଣବୀର ସିଂ ମଧ୍ୟ ତାଙ୍କର ୩୬ତମ ଜନ୍ମଦିନରେ ସମାନ ଗାଡି କିଣିଥିଲେ। ବିଶେଷ କଥା ହେଉଛି ଉଭୟ ଗାଡି ନୀଳ ରଙ୍ଗର ଅଟେ। ଉଭୟ ଦୀପିକା ଏବଂ ରଣବୀର ଗାଡି ପ୍ରିୟ। ବର୍ଷେ ଦୁଇ ବର୍ଷରେ ଥରେ ସେ ନୂଆ ଗାଡି କିଣନ୍ତି।
ମର୍ସିଡିଜ-ମାୟାବାକ ବ୍ୟତୀତ ରଣବୀର ମଧ୍ୟ ଏକ ଲମ୍ବୋର୍ଗିନି ଉରୁସର ମାଲିକ ଅଟନ୍ତି। ତାଙ୍କୁ ଲମ୍ବୋର୍ଗିନି ସହିତ ମୁମ୍ବାଇ ରାସ୍ତାରେ ପ୍ରାୟତଃ ଦେଖାଯାଏ। ଏହା ସହିତ ତାଙ୍କ ଗ୍ୟାରେଜରେ ଆଷ୍ଟନ ମାର୍ଟିନ ରାପିଡ ଏସ, ଲ୍ୟାଣ୍ଡ ରୋଭର ରେଞ୍ଜ ରୋଭର ଭୋଗ, ଅଡି କ୍ୟୁ୫, ଜାଗୁଆର ଏକ୍ସଜେଏଲ୍ ଭଳି ଗାଡି ମଧ୍ୟ ଅଛି।
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…
ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…
T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ
ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…
ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ
ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…
ସୁଧୀରଙ୍କୁ ମନୋନୀତ କଲେ ନବୀନ
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…
ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF
ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…
ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍ପେଣ୍ଡ୍
କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…
ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ
ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…
Archives

