ମହଙ୍ଗା ପଡ଼ିଲା ଏସ୍‌ଟିଏଫ୍‌ ନୋଟିସ୍‌ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି

ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୋଲିସ ପଦକ ଦେବାକୁ ଥିତ୍ବାବେଳେ ୩୮ଜଣଙ୍କୁ ପ୍ରଧାନ କରାଯାଇଥିବା ଜଣାପଡ଼ିଛି। ବାଦ୍‌ ପଡ଼ିଥିବା ପୋଲିସ ଅଧିକାରୀ ହେଲେ ଖୋର୍ଦ୍ଧା ସଦର ଥାନା ଆଇଆଇସି ବିକ୍ରମ କୁମାର ଜେନା। ଏସ୍‌ଟିଏଫ୍‌ ନୋଟିସ୍‌ ଯୋଗୁ ବିକ୍ରମଙ୍କୁ ପୋଲିସ ପଦକ ହରାଇବାକୁ ପଡ଼ିଲା ବୋଲି କୁହାଯାଉଛି। ବିକ୍ରମ ମେରିଟୋରିୟସ ପଦକ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ସେ ପୂର୍ବରୁ ଥରେ ସଦର ଥାନା ଆଇଆଇସି ଥିବାବେଳେ ଏବେ ପୁଣି କାର୍ଯ୍ୟରତ ଅଛନ୍ତି । ଏଭଳିସ୍ଥଳେ ସଦର ଥାନା ଅଞ୍ଚଳରେ ବେଆଇନ ପଥର ଖଣି ଖନନ ଓ ଚୋରା ଚାଲାଣ ହେଉଥିଲେ ମଧ୍ୟ ପୋଲିସର କାର୍ଯ୍ୟାନୁଷ୍ଠାନ ନ ଥିଲା ବୋଲି ଅଭିଯୋଗ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଢେଙ୍କାନାଳରୁ ଛତିଶଗଡ଼ ଫେରୁଛନ୍ତି ପ୍ରବାସୀ ଶ୍ରମିକ

ସରଣ୍ଡା,୮।୫(ଡି.ଏନ.ଏ)-ଛତିଶଗଡ଼ରୁ ଢେଙ୍କାନାଳ ଜିଲାକୁ ଦାଦନ ଖଟିବା ପାଇଁ ଆସିଥିବା ପ୍ରବାସୀ ଶ୍ରମିକମାନେ ଚାଲି ଚାଲି ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ସେମାନେ...

ଗୋପାଳ ସମାଜର ନନ୍ଦ ମହୋତ୍ସବ

ପୁରୁଷୋତ୍ତମପୁର,୭।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଷୋଳଖଣ୍ଡ ଗୋପାଳ ସମାଜର ପୂର୍ବଖଣ୍ଡ ତାଲୁକା ପକ୍ଷରୁ ଗୁରୁବାର ନନ୍ଦ ମହୋତ୍ସବ ମହାସମାରୋହରେ...

ପ୍ରାର୍ଥୀପତ୍ର ଦାଖଲ କରିପାରିଲେନି, ଥାନାରେ ମାମଲା

କେନ୍ଦୁଝର, ୨୪।୧ (ସ୍ବ.ପ୍ର.)  କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସରପଞ୍ଚ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲବେଳେ କେତେକ ଲୋକ ଗଣ୍ଡଗୋଳ କରି ଅଫିସରେ ତାଲା ପକାଇବାସହ...

୩୧ରୁ ବଢ଼ିବ ଶୀତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଯାଇଛି। ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆଞ୍ଚଳିକ...

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...

କରୋନା ଆକ୍ରାନ୍ତ ଦମ୍ପତିଙ୍କ ଆତ୍ମହତ୍ୟା ଘଟଣା: ଚିଟ୍‌ଫଣ୍ଡ ଟଙ୍କା ପରିଶୋଧ ଚିନ୍ତାରୁ ଚରମ ନିଷ୍ପତ୍ତି

ନୟାଗଡ ଅଫିସ/ ରଣପୁର,୧।୫(ସ୍ବ.ପ୍ର.):  ଋଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅନ୍ତର୍ଗତ ଗୋଡ଼ିମଡ଼ାର କରୋନା ଆକ୍ରାନ୍ତ ଦମ୍ପତି ଭିକାରୀ ପାତ୍ର(୫୭) ଓ ଜ୍ୟୋତ୍ସ୍ନାରାଣୀ(୫୨) ଗୁରୁବାର ଆତ୍ମହତ୍ୟା କରିଛନ୍ତି।...

ବିଶୃଙ୍ଖଳିତ ଆଚରଣ ପାଇଁ ଫାର୍ମାସିଷ୍ଟ ନିଲମ୍ବିତ

ଝାରସୁଗୁଡ଼ା ଅଫିସ,୨୪।୬: ବିଶୃଙ୍ଖଳିତ ଆଚରଣ ଓ କର୍ତ୍ତବ୍ୟରେ ଅବହେଳା ପାଇଁ କିର୍‌ମିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ବାଗଡ଼ିହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ଶାନ୍ତନୁ ଜୟପୁରିଆଙ୍କୁ କାର୍ଯ୍ୟରୁ...

ନାବାଳିକାଙ୍କୁ ବ୍ଲାକ୍‌ମେଲ କରି ଦେଢ଼ଲକ୍ଷ ଟଙ୍କା, ଗହଣା ଲୁଟିଲେ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇବା ପରେ ବ୍ଲାକ୍‌ମେଲ୍‌ କରି ଟଙ୍କା ଓ ସୁନା ଗହଣା ଲୁଟିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଠକ...

Advertisement
Archives

Model This Week