ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଜିଲାପାଳ ଡ. ପୋମା ଟୁଡୁ ଶନିବାର ନିଲମ୍ବିତ କରିଛନ୍ତି। ସେମାନେ ହେଲେ ଦଶପଲ୍ଲା ବ୍ଲକ କଳସାଖମଣ ପଞ୍ଚାୟତର ପିଇଓ ରମେଶ ଚନ୍ଦ୍ର ନାୟକ, ନୂଆଗାଁ ବ୍ଲକ ସୋରଡ଼ା ପଞ୍ଚାୟତର ପଙ୍କଜିନୀ ମଲ୍ଲିକ, ଉଦୟପୁର ପଞ୍ଚାୟତର ଡମ୍ବରୁଧର ନାୟକ ଓ ଖଣ୍ଡପଡ଼ା ବ୍ଲକ ଶାଳଝରିଆ ପଞ୍ଚାୟତର ପିଇଓ ରମେଶ ଚନ୍ଦ୍ର ବେହେରା। ରମେଶ ଚନ୍ଦ୍ର ନାୟକ, ପଙ୍କଜିନୀ ଓ ଡମ୍ବରୁଧରଙ୍କୁ ଭତ୍ତା ହଡ଼ପ ମାମଲାରେ ନିଲମ୍ବିତ କରାଯାଇଥିବା ବେଳେ ରମେଶ ଚନ୍ଦ୍ର ବେହେରାଙ୍କୁ ଆର୍ଥିକ ଅନିୟମିତତା କାରଣରୁ ନିଲମ୍ବିତ କରାଯାଇଛି। ଜିଲାପାଳ ଟୁଡୁ ଏମାନଙ୍କୁ ନିଲମ୍ବିତ କରିଥିବା ଜିଲା ପଞ୍ଚାୟତ ଅଧିକାରୀ ରତିକାନ୍ତ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ୫-ଟି ପ୍ରଭାବରେ ଏହି ଅଧିକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri