Posted inଜାତୀୟ

ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ଜଳନ୍ଧର, ୨୨।୫:  ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ ସରକାରରେ  ମନ୍ତ୍ରୀ ଥିବା ସିଦ୍ଧୁଙ୍କ ଅଡୁଆ ପୁଣି ବଢିଛି । ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କ ସହ ବିବାଦ ହେବା ପରେ ସିଦ୍ଧୁଙ୍କ ବିରୋଧରେ ବାହାରିଛନ୍ତି ୬ ମନ୍ତ୍ରୀ। ସେମାନେ ସିଦ୍ଧୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନରେ ସିଦ୍ଧୁଙ୍କ ସ୍ତ୍ରୀ ନବଜୋତ କୌରଙ୍କୁ ଟିକେଟ ନ ମିଳିବାରୁ ସେ କଂଗ୍ରେସ ବିରୋଧରେ ଖୋଲାଖୋଲି ଅଭିଯୋଗ କରିଥିଲେ। ଏହାକୁ ସମର୍ଥନ ଦେଇଥିଲେ ସିଦ୍ଧୁ। ଏହାପରଠାରୁ ଅମରିନ୍ଦର ଏବଂ ସିଦ୍ଧୁଙ୍କ ଭିତରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ସିଦ୍ଧୁ ଜଣେ ମହତ୍ତ୍ୱାକାଂକ୍ଷୀ ମଣିଷ। ମୁଖ୍ୟମନ୍ତ୍ରୀ ପଦ ହାସଲ ପାଇଁ ସେ ମୋତେ ଗାଦିରୁ ହଟାଇବାକୁ ଚାହୁଁଛନ୍ତି ବୋଲି ଅମରିନ୍ଦର ସିଂହ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟା କାମ କରୁଛନ୍ତି ୯୦ ପ୍ରତିଶତ ପୋଲିସ: ଶାହ

ନୂଆଦିଲ୍ଲୀ,୨୧।୧୦: ପୋଲିସ ସ୍ମୃତି ଦିବସ ଅବସରରେ ଦିଲ୍ଲୀର ପୋଲିସ ମେମୋରିଆଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଯୋଗ ଦେଇଥିଲେ। ସେଠାରେ...

ସେନାକୁ ମିଳିବ ଅଧିକ କ୍ଷମତା: ଚାଇନାକୁ ଦିଆଯିବ କଡ଼ା ଜବାବ

ନୂଆଦିଲ୍ଲୀ, ୨୧।୬: ଭାରତ ଚାଇନା ସୀମାରେ ଜାରି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସିଏଡିଏସ୍‌ ବିପି ରାଓ୍ବତଙ୍କ ସମେତ ସେନାଧ୍ୟକ୍ଷ...

ଦିଲ୍ଲୀର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ଶାହା ଦିଅନ୍ତୁ ଇସ୍ତଫା କହିଲେ ସୋନିଆ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା...

୧୦୦ ସରକାରୀ ଅଫିସରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୨୦।୩: ସିବିଆଇ ଶୁକ୍ରବାର ୧୫ ରାଜ୍ୟରେ ଥିବା ପାଖାପାଖି କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ଅଚାନକ ଚଢ଼ାଉ କରିଛି। ଏହିସବୁ ଅଫିସ୍‌ରେ ଦୁର୍ନୀତି ସମ୍ଭାବନା ରହିଥିବା ଜଣେ...

ପାଇଲଟ୍‌ଙ୍କୁ ଭେଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ,୨୮।୧୦: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଚିନ ପାଇଲଟ ଭାଜପା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହାକୁ ନେଇ ରାଜନୀତି ଜୋର ଧରିଛି।...

ଉନ୍ନାଓ ଘଟଣା: ହସିି ଫଶିଗଲେ ଜୟା

ନୂଆଦିଲ୍ଲୀ, ୩୧।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ କାର୍‌ ଦୁର୍ଘଟଣାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ବୁଧବାର ଏହି ଘଟଣାକୁ ବିରୋଧ କରି...

ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷଙ୍କ ଉପରେ ଆକ୍ରମଣ: ଟାର୍ଗେଟରେ ଭାଜପା

ଅଗରତାଲା,୧୭ ।୧: ତ୍ରିପୁରାର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପିୟୁସ କାନ୍ତି ବିଶ୍ୱାସଙ୍କ ଉପରେ ରବିବାର ସିପାହିଜାଲା ଜିଲାରେ ଆକ୍ରମଣ ହୋଇଛି । ଏଥିରେ ତାଙ୍କର କାର୍...

ଏଲ୍‌ଓସିରେ ଯବାନ ଶହୀଦ

ଜମ୍ମୁ,୧୨ା୧୦(ପି.ଟି.): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ପାକିସ୍ତାନ ଶୁକ୍ରବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଯବାନ ଶହୀଦ ଓ ଦୁଇ ଆହତ ହୋଇଛନ୍ତି।...

Advertisement


Archives

Model This Week