ମହଙ୍ଗା ପଡିଲା ଲୁଣ କଳାବଜାରି: ଲକ୍ଷେ ଟଙ୍କା ଜରିମାନା

ପାଟଣାଗଡ,୧୮।୫(ଡି.ଏନ.ଏ.)-ଲୁଣ କଳା ବଜାରି କରିବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରାମଜୀ ଛକସ୍ଥିତ ଲକ୍ଷ୍ମୀ ଟ୍ରେଡର୍ସ ଉପରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୧୨୦ ପ୍ୟାକେଟ ଲୁଣ ବସ୍ତା ଜବତ କରାଯାଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ପାଟଣାଗଡ ତହସିଲଦାର ଡ. ପୁଷ୍ପାଞ୍ଜଳୀ ପଣ୍ଡା ଚଢାଉ କରି ଲକ୍ଷ୍ମୀ ଟ୍ରେଡର୍ସ ନାମରେ ୧ ଲକ୍ଷ ଟଙ୍କା ଜରିମାନା କରିଥିବା ଜଣାପଡିଛି। ସେହିପରି ରାମପୁରସ୍ଥିତ ଗୋବିନ୍ଦ ଜୈନଙ୍କ ଗୋଦାମରେ ଚଢାଉ କରାଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri