Posted inଜାତୀୟ

ମହଙ୍ଗା ପଡିଲା ସିଏଏ ବିରୋଧୀ ନାଟକ ପ୍ରଦର୍ଶନ

ବିଦାର,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଏବେବି ବିରୋଧ ପ୍ରଦର୍ଶନ ଜାରି ରହିଛି। ହେଲେ ଏହାକୁ ନେଇ କର୍ନାଟକର ଏକ ସ୍କୁଲ ଏବେ ଅଡୁଆରେ ପଡିଯାଉଛି। ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରି ସ୍କୁଲରେ ନାଟକ ପ୍ରଦର୍ଶନ କରାଯାଉଥିଲା। ଏ ସମ୍ପର୍କରେ ଖବର ପାଇ ବିଦାର ଜିଲା ପୋଲିସ ପହଞ୍ଚି ସ୍କୁଲକୁ ସିଲ୍‌ କରିବା ସହ ସ୍କୁଲ କର୍ତ୍ତୁପକ୍ଷଙ୍କ ନାଁରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri