Posted inଜାତୀୟ

ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ଯାଏ ସ୍ଥଗିତ

ନୂଆଦିଲ୍ଲୀ,୨୪।୪(ପି.ଟି.): କୋଭିଡ୍‌-୧୯ ଜନିତ ସଙ୍କଟକୁ ନେଇ ଅର୍ଥ ମନ୍ତ୍ରଣାଳୟ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନଧାରୀମାନଙ୍କୁ ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଗୁରୁବାର ନିଷ୍ପତ୍ତି ନେଇଛି। ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ାଇବା ପାଇଁ କେନ୍ଦ୍ର କ୍ୟାବିନେଟ ପୂର୍ବରୁ ନେଇଥିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିବାରୁ ଦେଶର ୫୦ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଓ ୬୧ ଲକ୍ଷ ପେନ୍‌ସନଧାରୀ ପ୍ରଭାବିତ ହେବେ। ୨୦୨୦ ଜାନୁୟାରୀ ୧ରୁ ଲାଗୁ ହେବାକୁ ଥିବା ବର୍ଦ୍ଧିତ ମହଙ୍ଗା ଭତ୍ତା (ଡିଏ) ସମେତ ମହଙ୍ଗା ସହାୟତା (ଡିଆର୍‌) ପ୍ରଦାନ ନ କରିବାକୁ ନିଷ୍ପତ୍ତି ହୋଇଥିବା ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ କୁହାଯାଇଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ବର୍ଦ୍ଧିତ ଡିଏ ଏବଂ ଡିଆର୍‌ ବାବଦକୁ ୩୭,୫୩୦ କୋଟି ଟଙ୍କା ସଞ୍ଚୟ ହୋଇପାରିବ। ରାଜ୍ୟଗୁଡ଼ିକ ମଧ୍ୟ ଅନୁରୂପ ନିଷ୍ପତ୍ତି ନେବେ। ଫଳରେ ୮୨,୫୬୬ କୋଟି ଟଙ୍କା ସଞ୍ଚୟ ହେବ। ଏହିପରି ଉଭୟ କେନ୍ଦ୍ର ଓ ରାଜ୍ୟ ରାଜକୋଷରେ ମୋଟ ୧.୨୦ ଲକ୍ଷ କୋଟି ଟଙ୍କା ବଳକା ରହିପାରିବ, ଯାହା କୋଭିଡ୍‌-୧୯ ମୁକାବିଲାରେ ବିନିଯୋଗ ହେବ ବୋଲି ଏକ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri