ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ କମ୍ପାନୀ ବିନା ସବ୍‌ସିଡି ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରିଛନ୍ତି। ବିଭିନ୍ନ ରାଜ୍ୟରେ ଟ୍ୟାକ୍ସ ଅଲଗା ଥିବାରୁ ସେହି ହିସାବରେ ସିଲିଣ୍ଡରର ଦାମ ମଧ୍ୟ ଭିନ୍ନ ରହିବ ବୋଲି ଜଣାପଡିଛି। ତେବେ ମିଳିଥିବା ସୂଚନାରୁ ଜଣାପଡିଛି, ରାଜଧାନୀ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଗ୍ୟାସ ସିଲିଣ୍ଡରର ଦାମରେ ୧୧ଟଙ୍କା ୫୦ ପଇସା ବୃଦ୍ଧି ଘଟିବ। ଏହାପରେ ସେଠାରେ ଗୋଟିଏ ସିଲିଣ୍ଡରର ଦାମ ୫୯୩ ଟଙ୍କା ହେଉଥିବା ବେଳେ କୋଲକାତାରେ ଏହା ୫୮୪ ଟଙ୍କା ୫୦ ପଇସାରୁ ବଢି ୬୧୬ଟଙ୍କା ହେବ। ସେହିପରି ମୁମ୍ବାଇରେ ୫୯୦ଟଙ୍କା ୫୦ ପଇସାରେ ମିଳିବ ସିଲିଣ୍ଡର।


Enter your email to get our daily news in your inbox.

All Right Reserved By Dharitri.Com

ଖାଲି କଥା, କାର୍ଯ୍ୟାନୁଷ୍ଠାନ ନାହିଁ

ନୂଆଦିଲ୍ଲୀ,୯।୧୦: କେବଳ କଥା କହୁଛ, କାର୍ଯ୍ୟାନୁଷ୍ଠାନର ଦେଖା ନାହିଁ। ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ବର୍ତ୍ତମାନ ଯାଏ ଯାହା କିଛି ପଦକ୍ଷେପ ଗ୍ରହଣ କରାଯାଇଛି ତାକୁ...

ଓ୍ବାର୍ଲଡ କପ୍‌ ପ୍ରେମ: ସୁନାରେ ବ୍ୟାଟ, ବଲ ତିଆରି କଲେ ଯୁବକ

ଅହମ୍ମଦାବାଦ,୧୬।୬: ଗୁଜରାଟ ଅହମ୍ମଦାବଦର ମନିଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ କ୍ରିକେଟ...

ଶିବସେନାରୁ ଇସ୍ତଫା ଦେଲେ ପୂର୍ବତନ ଏମ୍‌ପି

ମୁମ୍ବାଇ,୭।୭: ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଆଉ ଏକ ଝଟକା ଲାଗିଛି। ପୂର୍ବତନ ଏମ୍‌ପି ଆନନ୍ଦରାଓ ଅଡସୁଲ ଶିବସେନା ନେତା ପଦରୁ ଗୁରୁବାର ଇସ୍ତଫା...

ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ...

ମୋଦିଙ୍କ ନୂଆବର୍ଷ ଭେଟି: ଜମ୍ମୁ-କଶ୍ମୀରରେ ମାଗଣା ସ୍ବାସ୍ଥ୍ୟସେବା

ନୂଆଦିଲ୍ଲୀ,୨୬।୧୨: ପ୍ରଧାନମନ୍ଦ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀର ଲୋକଙ୍କୁ ଶନିବାର ନୂଆବର୍ଷ ଭେଟି ଦେଇଛନ୍ତି। ଏଣିକି ରାଜ୍ୟରେ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। କେନ୍ଦ୍ର ସରକାରଙ୍କ...

‘ପାକ୍‌ ସହ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଛୁ, ପରୋକ୍ଷ ବି ଜିତିବୁ’

ନୂଆଦିଲ୍ଲୀ, ୧୩।୧୨: ଭାରତ ୧୯୭୧ରେ ପାକିସ୍ତାନ ବିରୋଧରେ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଥିଲା। ଏବେ ପାକିସ୍ତାନ ପ୍ରେରିତ ଆତଙ୍କବାଦ ବିରୋଧରେ ପରୋକ୍ଷ ଯୁଦ୍ଧରେ ମଧ୍ୟ ଆମେ ଜିତିବୁ...

ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ...

ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍‌ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍‌ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି...

Advertisement
Archives

Model This Week