ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି ରଖିଥିଲେ। ଭୋଟର ମହମବତୀର ମିଞ୍ଜି ମିଞ୍ଜି ଆଲୋକରେ ଭୋଟ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ବିଧାୟକଙ୍କୁ ଆକ୍ରମଣ: ୟୁପି ସରକାରକୁ ଦୋଷଦେଲେ ପ୍ରିୟଙ୍କା

ରାଏ ବରେଲି,୧୬ା୫ : ୟୁପିର ରାଏବରେଲି ବିଧାୟକ ଅଦିତି ସିଂଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଜ୍ୟ...

ଇଏ ବି ମା’

ନୂଆଦିଲ୍ଲୀ,୬ ।୩: ମାର୍ଚ୍ଚ ୮ରେ ସାରା ବିଶ୍ୱ ପାଳନ କରିବ ଅନ୍ତରାଷ୍ଟ୍ରୀୟ ମହିଳା ଦିବସ । ଏହି ଦିବସ ଅବସରରେ ସବୁ ଭେଦଭାବ ଭୁଲି ସମସ୍ତେ...

ନୂଆ ବର୍ଷ ପାଳନ କରି ଫେରୁଥିବା ବେଳେ ନିଶାରେ ଥିବା ଯୁବକ, ୮ କିଲୋମିଟର ପର୍ଯ୍ୟନ୍ତ ଟାଣିନେଲେ ଯୁବତୀଙ୍କୁ

ନୂଆଦିଲ୍ଲୀ,୧ ।୧: ରାଜଧାନୀ ଦିଲ୍ଲୀର କଂଝାୱାଲାରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି । ୩୧ ଡିସେମ୍ବର ଓ ୧ ଜାନୁୟାରୀ ରାତିରେ ଏକ...

ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି- ଅନ୍ୟ ବିଚାରପତିଙ୍କ ସୁବିଧା ସୁଯୋଗ ବଢ଼ାଇଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୨୩।୮ : ବିଚାରପତିଙ୍କ ଦରମା ଭତ୍ତା ଏବଂ ସେବା ନିୟମର ଅଧିନିୟମ ୧୯୫୮ରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ଏହା ଅନ୍ତର୍ଗତ ସୁପ୍ରିମ୍‌କୋର୍ଟ ପ୍ରଧାନ...

୨୯ ମାସର କ୍ଷମତା ଲଢ଼େଇରେ ପାଇଲଟଙ୍କ ଜରୁରୀ ଅବତରଣ, ଏବେ ଅନ୍ତିମ ଘେରାବନ୍ଦୀ ପାଇଁ ୩ ରଣନୀତି…

ଜୟପୁର,୧୦।୧ : ରାଜସ୍ଥାନରେ ପାଗର ତାପମାତ୍ରା ଶୀତରେ କମୁଥିବାବେଳେ କଂଗ୍ରେସ ଦଳରେ ରାଜନୈତିକ ଉତ୍ତାପ ବୃଦ୍ଧି ପାଇବାରେ ଲାଗିଛି। ଦଳର ହାଇକମାଣ୍ଡ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଅଶୋକ...

ପୁଲଓ୍ବାମା ଆକ୍ରମଣ ମାମଲା: ଦାଖଲ ହେବ ୫ହଜାରରୁ ଅଧିକ ପୃଷ୍ଠାର ଚାର୍ଜସିଟ

ଜମ୍ମୁ,୨୫।୮: ପୁଲଓ୍ବାମା ଆକ୍ରମଣ ଏବେବି ଜୀବନ୍ତ ହୋଇ ରହିଛି ପ୍ରତିଟି ଭାରତୀୟଙ୍କ ହୃଦୟରେ। ୧୪ ଫେବୃୟାରୀ, ୨୦୧୯ରେ ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ରାଷ୍ଟ୍ରୀୟ...

ବିବାଦକୁ ଆସିଲା ‘ଛପାକ’

ମୁମ୍ବାଇ,୨୪।୧୨: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଏବେ କୋର୍ଟରେ ପହଞ୍ଚିଛି। ଲେଖକ ରାକେଶ ଭାରତୀ ଏବେ ଦାବି କରିଛନ୍ତି ଫିଲ୍ମର କାହାଣୀ...

‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’

ନୂଆଦିଲ୍ଲୀ,୧୬ା୭: ଏନ୍‌ଆଇଏ (ସଂଶୋଧନ) ବିଲ୍‌କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି...

Advertisement
Archives

Model This Week