Posted inଖେଳ

ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅଙ୍କ ହାତ ଧରିଲେ ସାନିଆ ମିର୍ଜାଙ୍କ ଭଉଣୀ

ହାଇଦ୍ରାବାଦ,୧୨।୧୨: ଭାରତୀୟ ଟେନିସ ଷ୍ଟାର୍‌ ସାନିଆ ର୍ମିଜାଙ୍କ ସାନ ଭଉଣୀ ଅନମ ମିର୍ଜା ଭାରତର କିମ୍ବଦନ୍ତୀ କ୍ରିକେଟର ତଥା ପୂର୍ବତନ କ୍ୟାପଟେନ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦଙ୍କୁ ବିବାହ କରିଛନ୍ତି। ଏକ୍‌ ଗ୍ରାଣ୍ଡ ହୋଟେଲରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହାୟରେ ଉଭୟ ପରିବାରର ସମ୍ପର୍କୀୟ ଭାଗ ନେଇଥିଲେ। ଅନମଙ୍କ ଏହା ଦ୍ୱିତୀୟ ବିବାହ। ପୂର୍ବରୁ ସେ ବ୍ୟବସାୟୀ ଅକବର ରଶିଦଙ୍କୁ ବିବାହ କରିଥିଲେ। କିନ୍ତୁ ଉଭୟଙ୍କ ବିବାହ ବେଶୀ ଦିନ ତିଷ୍ଠି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri