ମହାକାଶରେ ଯୁଦ୍ଧ ପାଇଁ ପ୍ରସ୍ତୁତି: ଆମେରିକା ଆରମ୍ଭ କଲା ସ୍ପେସ୍‌ କମାଣ୍ଡ

ଓ୍ବାଶିଂଟନ, ୨୯।୮: ଆମେରିକା ଏବେ ମହାକାଶରେ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଗୁରୁବାର ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଏବଂ ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ୍‌ଙ୍କ ଉପସ୍ଥିତିରେ ସ୍ପେସ୍‌ କମାଣ୍ଡର ଶୁଭାରମ୍ଭ କରାଯାଇଛି। ଏହା ଦ୍ୱାରା ମହାକାଶରେ ଆମେରିକା ସ୍ଥିତି ବେଶ୍‌ ସୁଦୃଢ଼ ହୋଇପାରିବ ବୋଲି କୁହାଯାଉଛି। ଏହା ଆମେରିକା ସୈନ୍ୟ ବିଭାଗ ଦ୍ୱାରା ପରିଚାଳିତ ହେବ। ଏହି ନୂତନ ସ୍ପେସ୍‌ କମାଣ୍ଡ ଆମେରିକା ସୈନ୍ୟ ବାହିନୀର ୬ଷ୍ଠ ଶାଖା। ଗତ ବର୍ଷ ଟ୍ରମ୍ପ୍‌ ସ୍ପେସ୍‌ ଫୋର୍ସ ଗଠନ ନେଇ ସୂଚନା ଦେଇଥିଲେ। ଏହି ସ୍ପେସ୍‌ କମାଣ୍ଡ ଯୋଗୁ ଆମେରିକାର ଖର୍ଚ୍ଚ ବୃଦ୍ଧି ପାଇବ। ବର୍ଷ ପିଛା ଏଥିପାଇଁ ଶହେରୁ ୨ଶହ କୋଟି ଡଲାର ଖର୍ଚ୍ଚ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବ୍ୟା ନାସା କାର୍ଯ୍ୟକାରୀ ମୁଖ୍ୟ

ଓ୍ବାଶିଂଟନ୍‌, ୩ା୨: ଭାରତୀୟ ବଂଶୋଦ୍ଭବ ଭବ୍ୟା ଲାଲଙ୍କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର କାର୍ଯ୍ୟକାରୀ ମୁଖ୍ୟ ନିଯୁକ୍ତ କରାଯାଇଛି। ସେ ଏବେ ନାସାରେ ପରିବର୍ତ୍ତନ...

ପେନ୍‌ସିଲ୍‌ଭାନିଆରେ ବଡ଼ ଧରଣର ବିସ୍ଫୋରଣ: ୪ ମୃତ

ଓ୍ବାଶିଂଟନ,୨୭ା୫: ଆମେରିକାର ପେନ୍‌ସିଲଭାନିଆର ଏକ ଘରେ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର...

୩ କୋଟିରୁ ଅଧିକ ଗରିବ ଲୋକ ଦେବେନି ଭୋଟ !

ଓ୍ବାଶିଂଟନ, ୧୩।୮: ଆମେରିକାରେ ନଭେମ୍ବରରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଠାରେ ଭୋଟର ସଂଖ୍ୟା ୮ କୋଟିରୁ ଅଧିକ ରହିଛନ୍ତି। ତେବେ ଚଳିତ ନିର୍ବାଚନରେ ୩...

ଭୋକିଲା ପେଟକୁ ମିଳିବ ଦାନା: ରୁଟି, ନାନ୍‌ ଦାମ୍‌ କମାଇବ ପାକିସ୍ତାନ

ଇସଲାମାବାଦ୍‌,୧।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। କେତେକ ସ୍ଥାନରେ ଲୋକଙ୍କୁ ଦୁଇବେଳା ଖାଇବାକୁ ମଧ୍ୟ ମିଳୁନି। ଏଠାରେ ରୁଟି ଦାମ୍‌ ୧୦ରୁ ୧୨ ଟଙ୍କା...

ତୃତୀୟ ବିଶ୍ୱ ଯୁଦ୍ଧର ଚେତାବନୀ ଦେଲେ ରୁଷିଆ ବୈଦେଶିକ ମନ୍ତ୍ରୀ

ମସ୍କୋ,୨୬ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨ ମାସ ପୂରଣ ହୋଇ ଗଲାଣି । ଇତିମଧ୍ୟରେ ସୋମବାର ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗୋଇ ଲାବରୋବ ଏକ ବଡ...

କରୋନା ଭାଇରସ: ତୁର୍କିରେ ସର୍ବାଧିକ ସଂକ୍ରମଣ

ଅଙ୍କାରା,୧୨ ।୧୦: କରୋନା ମହାମାରୀ ସାରା ବିଶ୍ୱରେ ପ୍ରଭାବ ବିସ୍ତାର କରିଥିବା ବେଳେ କେଉଁ କେଉଁ ଦେଶରେ ଏହାର ତୃତୀୟ ଲହର ବି ଦେଖାଦେଇ ସାରିଲାଣି...

ଚାଇନା ହମ୍ବତୋଟା ବନ୍ଦରକୁ ପଠାଇଲା ସ୍ପାଏ ଜାହାଜ: ଆପତ୍ତି କଲା ଭାରତ

କଲମ୍ବୋ/ବେଜିଂ,୫।୮: ଏଲ୍‌ଏସିକୁ ନେଇ ଭାରତ-ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ପୁଣି ଦେଖାଦେଇଛି। ବର୍ତ୍ତମାନ ଚାଇନାର ଆଉ ଏକ କାର୍ଯ୍ୟ ଦୁଇ ଦେଶ ମଧ୍ୟରେ ଥିବା...

ମଡର୍ନା ନେଲେ କମଲା ହାରିସ୍‌

ଓ୍ବାଶିଂଟନ୍‌, ୩୧ା୧୨: ଆମେରିକାର ନବନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍‌ ବୁଧବାର କୋଭିଡ୍‌ ଟିକା ମଡର୍ନାର ପ୍ରଥମ ଡୋଜ ନେଇଛନ୍ତି। ଟିକାର ବିଶ୍ୱସନୀୟତା ଏବଂ ଲୋକଙ୍କ ମଧ୍ୟରେ...

Advertisement
Archives

Model This Week