Posted inଜାତୀୟ

ମହାକାଶରେ ରୋବୋ ପରୀକ୍ଷଣ : ସ୍ପେସ୍‌ ଷ୍ଟେଶନ୍‌ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ

ଓ୍ବାଶିଂଟନ୍‌,୨୦।୫(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ମହାକାଶରେ ରୋବୋର ହାର୍ଡଓ୍ବେର ଟେଷ୍ଟ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନିକଟ ଭବିଷ୍ୟତରେ ଇଣ୍ଟରନ୍ୟାଶ୍‌ନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ର ସୁରକ୍ଷା କରାଯାଇପାରିବ। ବମ୍ବଲ ନାମକ ଏହି ରୋବୋ ୩ଟି ଆଷ୍ଟ୍ରୋବି ରୋବୋ ମଧ୍ୟରୁ ଅନ୍ୟତମ। ଏହା ସ୍ବୟଂଚାଳିତ ଭାବରେ ସ୍ପେସ୍‌ ଷ୍ଟେଶନ୍‌ରେ ଏହାର କାର୍ଯ୍ୟ ଜାରି ରଖିବ। ବମ୍ବଲ ଏବଂ ହନି ନାମକ ଅନ୍ୟ ଏକ ରୋବୋକୁ ଏପ୍ରିଲ ୧୭ରେ ଭର୍ଜିନିଆସ୍ଥିତ ନାସାର ଓ୍ବାଲପ୍ସ ଉଡାଣ ସ୍ଥଳରୁ ସ୍ପେସ୍‌ ଷ୍ଟେଶନ୍‌କୁ ଲଞ୍ଚ୍‌ କରାଯାଇଥିଲା। ଆବଶ୍ୟକ ପଡିଲେ ଏଭଳି ରୋବୋ ଆପେ ଆପେ ଡକିଂ ଷ୍ଟେଶନ୍‌କୁ ଆସି ନିଜସ୍ବ ବ୍ୟାଟେରି ରିଚାର୍ଜ କରିପାରିବେ ବୋଲି ଆମେରିକାର ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଆଷ୍ଟ୍ରୋବି ହେଉଛି ଏକ ମୁକ୍ତ ଉଡାଣ ବ୍ୟବସ୍ଥା। ଏହା ସ୍ପେସ୍‌ ଷ୍ଟେଶନ୍‌ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ। ଉକ୍ତ ସିଷ୍ଟମରେ ୩ ରୋବୋ ଏବଂ ଡକିଂ ଷ୍ଟେଶନ୍‌ ଅନ୍ତର୍ଭୁକ୍ତ ଅଛି। ମହାକାଶ ଗବେଷଣା କ୍ଷେତ୍ରରେ ରୋବୋ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ସହିତ ଚନ୍ଦ୍ର ଏବଂ ଅନ୍ତରୀକ୍ଷ ଅଭିଯାନ ପାଇଁ ସହାୟକ ହୋଇପାରିବ ବୋଲି ନାସା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ ଚନ୍ନୀ: ଖେଳି ପାରନ୍ତି ଲମ୍ବା ଇନିଂସ୍‌

ଚଣ୍ଡିଗଡ଼,୨୫ ।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ । ସେ ରାଜନୀତି ବିଜ୍ଞାନରେ ଏମ୍‌ଏ କରିଥିବା ବେଳେ...

କରୋନା ମୃତ୍ୟୁସଂଖ୍ୟା ୭୨୩କୁ ବୃଦ୍ଧି: ଚାଇନାରେ ୩୪,୮୦୦ ବ୍ୟକ୍ତି ଆକ୍ରାନ୍ତ, ୨୭ ଦେଶର ୩୩୨ ବ୍ୟକ୍ତି ସଂକ୍ରମିତ

ବେଜିଂ, ୮ା୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ଏହି ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଥିବାବେଳେ ସଂକ୍ରମଣକାରୀଙ୍କ ସଂଖ୍ୟା...

ଗୋଟିଏ ବାଲ୍ଟି ପାଣି ପାଇଁ ଗଲା ଜୀବନ

ଶ୍ରୀକାକୁଲମ, ୧୬।୭: ଦେଶର ଅଧିକାଂଶ ଅଞ୍ଚଳରେ ମୌସୁମୀ ଆସିବାରେ ବିଳମ୍ବ ଯୋଗୁ ପାଣିର ଘୋର ଅଭାବ ଦେଖାଦେଇଛି। ପାଣିପାଇଁ ଲୋକେ ଡହଳବିକଳ ହେଉଛନ୍ତି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ...

ରାଘବ ଚଡ୍ଡାଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଚଣ୍ଡିଗଡ଼,୧୧।୭: ଆମ ଆଦମୀ ପାର୍ଟିର ରାଜ୍ୟସଭା ଏମ୍‌ପି ରାଘବ ଚଡ୍ଡା ପଞ୍ଜାବ ସରକାରଙ୍କ ପରାମର୍ଶଦାତା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ...

ଅଖିଲେଶ-ଚନ୍ଦ୍ରଶେଖରଙ୍କ ମଧ୍ୟରେ ହେବ ଆସନ ବୁଝାମଣା

ଲକ୍ଷ୍ନୌ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ମେଣ୍ଟ ହେବା ନେଇ ନିଷ୍ପତ୍ତି...

ସେନାଙ୍କ ସହ ଦୀପାବଳି ପାଳିବେ ମୋଦି

ନୂଆଦିଲ୍ଲୀ,୪ ।୧୧: ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଦେଶର ବୀର ଯବାନଙ୍କ ସହ ଦୀପାବଳି ପାଳନ କରିବେ । ଏଥର ସେ ଜମ୍ମୁ-କଶ୍ୱୀର ରଜୌରି ଜିଲା ନୌସେରା...

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)...

ଦିଲ୍ଲୀରେ ନିଆଁ: ୨୬ ମୃତ

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ...

Advertisement
Archives

Model This Week