ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା

ନିରାକାରପୁର,୬।୧୦(ଡି.ଏନ.ଏ.)- ଖୋର୍ଦ୍ଧା ଜିଲା ନୂଆଗଡ଼ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶନିବାର ଅଷ୍ଟମୀ ଜନ୍ମତିଥି ଅବସରରେ ମା’ ଉଗ୍ରତାରା ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ା ପ୍ରତ୍ୟୁଷରୁ ମା’ଙ୍କୁ ରୀତିନୀତି ଅନୁସାରେ ଚୁଆ, କର୍ପୂରମିଶା ଜଳରେ ସ୍ନାନ କରାଯାଇ ନୂତନ ବସ୍ତ୍ର ପରିଧାନ କରାଯାଇଥିଲା। ଏହାପରେ ମା’ଙ୍କୁ ଭୋଗ ଲାଗି କରାଯାଇଥିଲା ା ମା’ଙ୍କ ଜନ୍ମଦିନ ଉପଲକ୍ଷେ ରାତିରେ ଗୁପ୍ତ୍‌ପୂଜା ଓ ସନ୍ଧିପୂଜା କରାଯାଇଥିଲା ବୋଲି ପୂଜକ ମନୋରଞ୍ଜନ ସାମନ୍ତରାୟ ସୂଚନା ଦେଇଛନ୍ତି ା ମା’ ଉଗ୍ରତାରାଙ୍କ ଏହି ବେଶ ଦେଖିବାକୁ ଭକ୍ତଙ୍କ ସମାଗମ ଲାଗି ରହିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri