
ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍ର ଟେଲ୍ରେ ଗାନ୍ଧୀଙ୍କ ଠିଆ ହୋଇଥିବା ଛବି ଲଗାଯାଇଛି।
ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍ର ଟେଲ୍ରେ ଗାନ୍ଧୀଙ୍କ ଠିଆ ହୋଇଥିବା ଛବି ଲଗାଯାଇଛି।
ଅହମଦାବାଦ , ୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବହୁ ଆକାଂକ୍ଷିତ ବୁଲେଟ ଟ୍ରେନ୍ ପ୍ରକଳ୍ପ ଏବେ ବିଳମ୍ବରେ ଶେଷ ହେବ। କରୋନା ମହାମାରୀ ସଙ୍କଟ ଯୋଗୁ...
ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ...
ମୁମ୍ବାଇ,୧।୧୦: ୨୦୦୮ମାଲେଗାଓଁ ବିସ୍ଫୋରଣ ଘଟଣାର ଶୁଣାଣି କ୍ୟାମେରା ଆଗରେ କରାଯିବ ନାହିଁ ବୋଲି ମୁମ୍ବାଇର ସ୍ବତନ୍ତ୍ର କୋର୍ଟ କହିଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କ୍ୟାମେରା ଆଗରେ...
ଅହମ୍ମଦାବାଦ୍,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା ନେଇ ଦେଶରେ ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଗୁଜରାଟର ମେହସଣା ପଞ୍ଚାୟତର ନିଷ୍ପତ୍ତି ଏହି ଯୋଜନାରେ...
ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଝାନ୍ସୀ ରୋଡଠାରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫୬ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ନିଜ...
ନୂଆଦିଲ୍ଲୀ,୧୦।୪: ଦିଲ୍ଲୀରେ କରୋନା ଭାଇରସ୍ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ କରୋନା ଭାଇରସ୍ ସଂକ୍ରମଣରେ ୭୨୦ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୨ଜଣଙ୍କର ମୃତ୍ୟୁ...
ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ...
ଜୟପୁର,୨୫।୩: ଦୁର୍ନୀତି ନିବାରଣ ଟିମ୍ ଘରେ ଚଢ଼ାଇ କରିବା ପୂର୍ବରୁ ଜଣେ ତହସିଲଦାର୍ ଭୟରେ ଘରେ ଥିବା ୨୦ ଲକ୍ଷ ଟଙ୍କାର ନୋଟ୍ ଜଳାଇ ଦେଇଛନ୍ତି।...