ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଆପତ୍ତିଜନକ ଚିତ୍ର, ସ୍ପ୍ରେ ପେଣ୍ଟିଂରେ କରାଗଲା ବେରୂପ

ଆମଷ୍ଟରଡାମ,୧୮।୬: ଓ୍ବାଶିଂଟନ ଡିସି ପରେ ଏବେ ନେଦରଲାଣ୍ଡସ୍‌ର ରାଜଧାନୀ ଆମଷ୍ଟରଡାମରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ବୁତ୍ତ ନଷ୍ଟ କରିଦେଇଛନ୍ତି। ନେଦରଲାଣ୍ଡସ୍‌ ପୋଲିସର ସୂଚନା ଅନୁଯାୟୀ କେହି ଦୁର୍ବୁତ୍ତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଆପତ୍ତିଜନକ ଚିତ୍ର ଓ ସ୍ପ୍ରେ ପେଣ୍ଟିଂ ଜରିଆରେ ବେରୂପ କରିଦେଇଛନ୍ତି। ସୂଚନାଯୋଗ୍ୟ, ଆମେରିକାରେ କୃଷ୍ଣକାୟ ନାଗରିକଙ୍କ ପୋଲିସ ହେପାଜତରେ ଥିବା ଅବସ୍ଥାରେ ମୃତ୍ୟୁ ହେବା ପରଠାରୁ ସାରା ବିଶ୍ୱରେ ବିବାଦୀୟ ସ୍ମାରକସ୍ଥଳ ଉପରେ ଆକ୍ରମଣ କରାଯାଉଛି। ଏହି କ୍ରମରେ କେତେକ ସ୍ଥାନରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ନଷ୍ଟ କରି ଦିଆଯାଉଛି। ତେବେ ଆମଷ୍ଟରଡାମରେ ଘଟିଥିବା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ଏହାକୁ ନେଇ ଜଣେ ଅଧିକାରୀ କହିଛନ୍ତି, ଦେଶ ହିଂସା ବିରୋଧି ଖୁବ୍‌ ଶୀଘ୍ର ଏହାକ ଠିକ୍‌ କରିଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଗନର ମହାକାଶ ଜୟ ଲକ୍ଷ୍ୟ, ପୃଥିବୀ କକ୍ଷରେ ବିଶାଳକାୟ ମୂଳଦୁଆ ନିର୍ମାଣ ପ୍ରସ୍ତୁତି…

ବେଜିଂ,୨।୯: ପୃଥିବୀର କକ୍ଷପଥରେ ବହୁ କିଲୋମିଟରର ବ୍ୟାପି ଏକ ବିଶାଳ ସହର ନିର୍ମାଣ ଯୋଜନା ଏବେ ଚାଇନା ପକ୍ଷରୁ କରାଯାଇଛି। ଏନେଇ ବିଶାଳକାୟ ମୂଳଦୁଆ ନିର୍ମାଣ...

ବାଇଡେନ୍‌ଙ୍କୁ ପୁଟିନ୍‌ଙ୍କ ଧମକ, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ଦେଲେ ପରିଣତି ହେବ ଭୟଙ୍କର…

ମସ୍କୋ/ଓ୍ବାଶିଂଟନ, ୧୩।୩ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଜୋ ବାଇଡେନ୍‌ଙ୍କ ପ୍ରଶାସନକୁ ଧମକ ଦେଇଛନ୍ତି। ୟୁକ୍ରେନ୍‌କ ଅସ୍ତ୍ରଶସ୍ତ୍ର ଯୋଗାଇଲେ ପରିଣତି ଭୟଙ୍କର...

ନୂଆ ମୋଡ଼ରେ ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନ,ବୋଲସୋନାରୋ-ଲୁଲାଙ୍କ ମଧ୍ୟରେ ବିତର୍କ…

ବ୍ରାସିଲିଆ,୧୭।୧୦ : ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ନୂଆ ମୋଡ଼ରେ ପହଞ୍ଚିଛି। ନିର୍ବାଚନ ପ୍ରଚାର ଚାଲିଥିବାରୁ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ବିତର୍କ ମଧ୍ୟ ତୀବ୍ର ହେବାରେ ଲାଗିଛି।...

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ:ଆୟତୁଲ୍ଲା

ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ...

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ...

ବ୍ରୋଭାରୀରେ ରୁଷିଆର ଏୟାର ଷ୍ଟ୍ରାଇକ୍‌

କ୍ୱିଭ୍‌,୧୨।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୭ଦିନରେ ପହଞ୍ଚିଥିବା ବେଳେ ଏବେ ବି ଯୁଦ୍ଧ ଜାରି ରହିଛି। ରୁଷୀୟ ସୈନ୍ୟମାନେ ୟୁକ୍ରେନର...

କାର୍ଯ୍ୟ ଚାପ ଯୋଗୁ କମୁଛି ମହିଳାଙ୍କ ଶାରୀରିକ ସମ୍ପର୍କ ପ୍ରତି ଆଗ୍ରହ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୫।୧୨ : ପୃଥିବୀରେ ବିଭିନ୍ନ ଦେଶରେ କାର୍ଯ୍ୟ ଚାପ ଯୋଗୁ ମହିଳାଙ୍କ ଯୌନ ଜୀବନ ଅଧିକ ପ୍ରଭାବିତ ହେବାରେ ଲାଗିଛି। ଗୃହିଣୀମାନେ ଘର କାମ ସହିତ...

ଏକତା ଆମେରିକାର ଶକ୍ତି

ଓ୍ବାଶିଂଟନ୍‌, ୧୨ା୯: ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର ବିଲ୍ଡିଂରେ ୨୦୦୧ ସେପ୍ଟେମ୍ବର ୧୧ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ପ୍ରାୟ ୩ ହଜାର ଜୀବନ ଯାଇଥିଲା।...

Advertisement
Archives

Model This Week