ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ ଗ୍ରାମର ପ୍ରେମସାଗର ତରିଆ ନଦୀରେ ମାଛ ମାରୁଥିବା ସମୟରେ ଏହି ମାଛ ଓ କଇଁଛ ତାଙ୍କ ଜାଲରେ ପଡିଥିଲେ। ମାଛର ଚିତାକୁଟା ହୋଇଛି । ଏହାର ଶରୀର କଣ୍ଟକ ଯୁକ୍ତ ରହିଛି। ଏହାକୁ ଭଲଭାବେ ଅନୁଧ୍ୟାନ କଲେ ଅନେକ ଦେବଦେବୀ ଓ ଶ୍ରୀ ଜଗନ୍ନାଥଙ୍କ ପ୍ରତିଛବି ପ୍ରତିଫଳିତ ହେଉଛି । ସେିପରି ମାଛ ଶରୀରରେ ରାମଚିତା, ଶିବ ଡମ୍ବରୁ ଚିହ୍ନ ଥିବା ଅନୁମାନ ହେଉଛି । ଉକ୍ତ ଜାଲରେ ଆଉ ଏକ ଭିନ୍ନ ଧରଣର ବିରଳ ପ୍ରଜାତିର କଇଁଛ ଦେଖିବାକୁ ମିଳିଛି । ଏହାର ରଙ୍ଗ ସମ୍ପୂର୍ଣ୍ଣ ହଳଦିଆ ଏବଂ ଅନ୍ୟ କଇଁଛଠାରୁ ଏହା ଦେଖିବାକୁ ଭିନ୍ନ । ମତ୍ସ୍ୟ


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri