ମହାନଦୀରୁ ୭୦ କିଲୋର ମାଛ ଉଦ୍ଧାର

ବାଙ୍କୀ,୨୧।୭(ସ୍ବ.ପ୍ର.): ବାଙ୍କୀ ଏନ୍‌ଏସି ନିକଟବର୍ତ୍ତୀ ଚକାପଦାଠାରେ ଶନିବାର ମହାନଦୀରୁ ମାଛ ଧରାଳିମାନେ ଏକ ବିରାଟକାୟ ମାଛକୁ ଜାଲଦ୍ୱାରା ଧରିଥିଲେ। ସେହି ମାଛଟିକୁ ବାଙ୍କୀ ମାଛମାର୍କେଟକୁ ଅଣାଯାଇଥିଲା। ମାଛଟିକୁ ଦେଖିବାକୁ ପ୍ରବଳ ଜନସମାଗମ ହୋଇଥିଲା। ମାଛଟିର ଓଜନ ପ୍ରାୟ ୭୦କେ.ଜିରୁ ଊର୍ଦ୍ଧ୍ୱ ହୋଇଥିଲା। ଏଭଳି ମାଛ କେବେ ମହାନଦୀରୁ ଧରା ହୋଇ ନ ଥିବା ମାଛଧରାଳି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ଆଜି ମହାବିଷୁବ ସଂକ୍ରାନ୍ତି, ପଣା ପିଇ ନବବର୍ଷ ପାଳିବେ ଓଡ଼ିଆ

ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri