କଟକ ଅଫିସ,୮।୧୧: ମହାନଦୀରେ ଗାଧେଇବା ବେଳେ ବୁଡିଯାଇ ନିଖୋଜ ହୋଇଯାଇଛନ୍ତି ଜଣେ ବ୍ୟକ୍ତି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଖୋଜାଖୋଜି କରୁଛନ୍ତି। ନିଖୋଜ ବ୍ୟକ୍ତି ଜଣଙ୍କ ବାଲିଯାତ୍ରାରେ ବ୍ୟବସାୟ କରିବା ପାଇଁ ଆସିଥିଲେ ବୋଲି କୁହାଯାଉଛି।
କଟକ ଅଫିସ,୮।୧୧: ମହାନଦୀରେ ଗାଧେଇବା ବେଳେ ବୁଡିଯାଇ ନିଖୋଜ ହୋଇଯାଇଛନ୍ତି ଜଣେ ବ୍ୟକ୍ତି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଖୋଜାଖୋଜି କରୁଛନ୍ତି। ନିଖୋଜ ବ୍ୟକ୍ତି ଜଣଙ୍କ ବାଲିଯାତ୍ରାରେ ବ୍ୟବସାୟ କରିବା ପାଇଁ ଆସିଥିଲେ ବୋଲି କୁହାଯାଉଛି।
ନୂଆଦିଲ୍ଲୀ, ୧୨।୧୧: ଇଣ୍ଡୋନେସିଆ ରାଜନୀତିରେ ବଡ଼ ଧରଣର ହଟଚମଟ। ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜିବ୍ରାନ୍ ରାକାବୁମିଙ୍ଗ ରାକା। ଦେଶର ସଂସଦର ଉଚ୍ଚ ସଦନର ବାଚସ୍ପତି ଅହମଦ୍…
ଲକ୍ଷ୍ନୌ,୧୨ା୧୧: ଉତ୍ତରପ୍ରଦେଶର ଗୋରଖପୁରରେ ରହୁଥିବା ଜଣେ ୧୯ ବର୍ଷୀୟା ଛାତ୍ରୀ, ଯିଏ କି ଡାକ୍ତରୀ ପ୍ରବେଶିକା ପରୀକ୍ଷା (NEET) ପାଇଁ ପ୍ରସ୍ତୁତ ହେଉଛନ୍ତି, ନିଜର ରୂପକୁ ନେଇ…
କଟକ,୧୨।୧୧(ପ୍ରଭୁକଲ୍ୟାଣ ପାଲ୍): HRMS ପୋର୍ଟାଲରେ ଜାଲ୍ ବିଲ୍ କରିବା ପଡିଲା ମହଙ୍ଗା । ୩.୦୩ କୋଟି ଟଙ୍କା ହଡ଼ପ ଅଭିଯୋରେ ଗିରଫ ହେଲେ କେନ୍ଦ୍ରାପଡା ଡେରାବିଶ ବ୍ଲକର…
ନୂଆଦିଲ୍ଲୀ, ୧୨।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୧୯ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଆଇସିସି ୱାଲର୍ଡ ଟେଷ୍ଟ ଚାମ୍ପିୟନସିପ (WTC) ଦୃଷ୍ଟିରୁ…
ନୂଆଦିଲ୍ଲୀ,୧୨।୧୧: କୁହାଯାଏ, ଝିଅ ଘରର ଲକ୍ଷ୍ମୀ । ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛି ପଞ୍ଜାବର ଏକ ଘଟଣା । ଝିଅ ଜନ୍ମ ହେବାର ମାତ୍ର ୨୪…
ଶନିଦେବ ଯେତେବେଳେ ନିଜ ରାଶି ପରିବର୍ତ୍ତନ କରନ୍ତି, ସେତେବେଳେ କେତେକ ରାଶି ଉପରେ ଶନି ଢୈୟା ଆରମ୍ଭ ହୋଇଥାଏ ତ ଆଉ କେତେକ ରାଶିର ଜାତକଙ୍କୁ ସାଢ଼େସାତୀରୁ…
ଆଚାର୍ଯ୍ୟ ଚାଣକ୍ୟଙ୍କୁ ବିଶ୍ୱର ସର୍ବଶ୍ରେଷ୍ଠ କୂଟନୀତିଜ୍ଞ ଏବଂ ଅର୍ଥନୀତିଜ୍ଞ ଭାବରେ ବିବେଚନା କରାଯାଏ। ତାଙ୍କ ରଚିତ ପୁସ୍ତକ ‘ଚାଣକ୍ୟ ନୀତି’ରେ ସେ ଜୀବନରେ ସଫଳତା ପାଇବାର ଅନେକ…
ଦାରିଙ୍ଗବାଡ଼ି,୧୨ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଗତ ୨୯ ରେ ହୋଇଥିବା ଭୂସ୍ଖଳନ…